ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ

ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା ବେଳେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଡିସେମ୍ବରରେ ଆକାଶ ମେଘୁଆ ରହିବା ସହିତ ଲଘୁଚାପ ଜନିତ ବର୍ଷା ଯୋଗୁ ଶୀତର ପ୍ରଭାବ ବିଶେଷ ପରିଲକ୍ଷିତ ହେଉ ନ ଥିଲା । ଜାନୁଆରୀ ପ୍ରଥମ ସପ୍ତାହରୁ କନ୍ଧମାଳ ଶୀତ ଜୋର୍‌ ଧରିଛି । ଆଭ୍ୟନ୍ତରୀଣ ଅଞ୍ଚଳରେ ନିଆଁ ସାହାରା ହୋଇଥିବା ବେଳେ ସହରାଞ୍ଚଳରେ ସନ୍ଧ୍ୟା ହେଲେ ରାସ୍ତା ଘାଟ ଶୂନ୍‌ସାନ୍‌ ହୋଇପଡୁଛି। ଏପରିକି ଦୋକାନ ବଜାର ବନ୍ଦ ରହୁଥିବା ଦେଖିବାକୁ ମିଳିଛଇ। ଅନ୍ୟପକ୍ଷେ ଜିଲାକୁ ବାହାରୁ ଆସୁଥିବା ପର୍ଯ୍ୟଟକ ଶୀତର ମଜା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ

ରାୟଗଡ଼ା,୧୭ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠସ୍ଥ ବାଇସିଂ ପଞ୍ଚାୟତ ଧୁମାଗୁଡ଼ା ଗ୍ରାମ ନିକଟସ୍ଥ ରାସ୍ତାକଡ଼ରେ ଥିବା ଏକ ଛୋଟ ପାହାଡ଼ ଟାପୁ ଉପରେ ଏକ...

ନିଜପାଇଁ ନିଜେ ନାରୀ ସୁରକ୍ଷା ଉପରେ…

ଜି ଉଦୟଗିରି ୧୭/୧( ଶିଶିର ପଟ୍ଟନାୟକ ) ଜି ଉଦୟଗିରି ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୮ ଦିନଧରି ଚାଲିଥିବା ଆତ୍ମସୁରକ୍ଷା ତାଲିମ...

ଶିଳାନ୍ୟାସରେ ଅଟକିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ସ୍ବପ୍ନ ହୋଇ ରହିଛି। ୧୯୯୩ରେ ଏହି ଜିଲା ପ୍ରତିଷ୍ଠା ହୋଇଥିଲେ ମଧ୍ୟ...

ଆଇଜି ଅଫିସରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ସମ୍ବଲପୁର,୧୭।୧(ପ୍ରମୋଦ ବହିଦାର): ବରଗଡ଼଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହୋଇଥିବା ଯୁବତୀଙ୍କୁ ଜଙ୍ଗଲରୁ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା...

୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ

ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ...

ମୁଁ କଳାହାଣ୍ଡିର ଋଣ ପରିଶୋଧ କରିବି: ସୁରେଶ ପୂଜାରୀ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରାର ଦ୍ୱିତୀୟ ସନ୍ଧ୍ୟା, କଳାହାଣ୍ଡି ଲୋକଙ୍କ ଅବଦାନ ରାଜ୍ୟରେ ଅତୁଳନୀୟ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି।...

ଟୋକନ ଅବଧି ସରିଲା, ଧାନ ବିକିବାକୁ ଚିନ୍ତାରେ ଚାଷୀ

ସଇଁତଲା,୧୭ା୧(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଧରବଗଡ଼ ପଞ୍ଚାୟତ ଅଞ୍ଚଳର ଚାଷୀମାନେ ଧାନ ବିକ୍ରୟ କରି ନ ପାରି ଚିନ୍ତାରେ ଅଛନ୍ତି। ଅଧିକାଂଶ...

ସୁନାବେଡ଼ାକୁ ବ୍ଲକ୍‌ କରି ମିଛାପାଲିଠାରେ କାର୍ଯ୍ୟାଳୟ ସ୍ଥାପନ ଦାବି

ନୂଆପଡ଼ା,୧୭।୧(ମକାରୁ ବେମାଲ)-ନୂଆପଡ଼ା ଜିଲା କୋମନା ବ୍ଲକ୍‌କୁ ବିଭାଜନ କରି ସୁନାବେଡ଼ାଠାରେ ନୂତନ ଅନୁନ୍ନତ ଆଦିବାସୀ ପଞ୍ଚାୟତ ସମିତି (ବ୍ଲକ୍‌) ଗଠନକରି ମିଛାପାଲିଠାରେ ଏହାର କାର୍ଯ୍ୟାଳୟ ସ୍ଥାପନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri