ଆସନ୍ତା ୨ ଦିନରେ ଖସିବ ତାପମାତ୍ରା, ୭ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୩।୧୨: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାରେ ସର୍ବନିମ୍ନ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଏହା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି।

ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ ଏବଂ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅତି କମରେ ସାତୋଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ସୋନପୁର।

ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୨୯ ଡିଗ୍ରୀ ସେଲସିୟସ ଏବଂ ୧୫ ଡିଗ୍ରୀ ସେଲସିୟସ ଆଖପାଖରେ ରହିବ ବୋଲି IMD ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri