Posted inଜାତୀୟ

ଆଜିଠାରୁ ‘ମେରି ମାଟି-ମେରା ଦେଶ’ ଅଭିଯାନ ଆରମ୍ଭ, ସାରା ଦେଶର ପଞ୍ଚାୟତ ମାଟିରେ ନିର୍ମାଣ ହେବ ଅମୃତ ବାଟିକା

ନୂଆଦିଲ୍ଲୀ,୯।୮: ‘ଆଜାଦୀ କା ଅମୃତ ମହୋତ୍ସବ’ ଅଧୀନରେ ଆଜିଠାରୁ ‘ମେରି ମାଟି-ମେରା ଦେଶ’ ଅଭିଯାନ ଆରମ୍ଭ ହେବ। ୩୦ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ପଞ୍ଚାୟତ ଏବଂ ବ୍ଲକ ସ୍ତରରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଦିଲ୍ଲୀର କର୍ତ୍ତବ୍ୟ ପଥରେ ଏହାର ସମାପ୍ତି ହେବ। ସାରା ଦେଶର ପଞ୍ଚାୟତ ମାଟିରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ‘ଅମୃତ ବାଟିକା’ ନିର୍ମାଣ କରାଯିବ। ଏହା ସ୍ବାଧୀନତା, ଏକତା ଏବଂ ଅଖଣ୍ଡତାରେ ଅବଦାନ ଦେଇଥିବା ବୀରମାନଙ୍କୁ ‘ଆଜାଦୀ କା ଅମୃତ ମହୋତ୍ସବ ମେମୋରିଆଲ’ ଦିଆଯିବ। ଏହା ବ୍ୟତିତ ଗ୍ରାମଗୁଡିକରେ ପୋଖରୀ ସଂରକ୍ଷଣ ଉଦ୍ଦେଶ୍ୟରେ ସେମାନଙ୍କ କୂଳରେ ଦେଶ ଏବଂ କର୍ତ୍ତବ୍ୟ ପାଇଁ ପ୍ରାଣ ହରାଇଥିବା ଶହୀଦଙ୍କ ନାମରେ ସ୍ମାରକପତ୍ର ମଧ୍ୟ ନିର୍ମାଣ କରାଯିବ।

ସଂସ୍କୃତି ମନ୍ତ୍ରଣାଳୟ ମଙ୍ଗଳବାର ଏକ ବିବୃତ୍ତିରେ କହିଛି ଯେ ‘ଆଜାଦୀ କା ଅମୃତ ମହୋତ୍ସବ’ ୨୦୨୧ ମାର୍ଚ୍ଚ ୧୨ରେ ଆରମ୍ଭ ହୋଇଥିଲା ଏବଂ ସାରା ଭାରତରେ ଆୟୋଜିତ ହୋଇଥିବା ଦୁଇ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମରେ ଜନସାଧାରଣ ଅଂଶଗ୍ରହଣ କରିଥିବା ଦେଖାଯାଇଥିଲା। ‘ମେରି ମାଟି ମେରା ଦେଶ’ ଅଭିଯାନର ଏକ ଅଂଶ ଭାବରେ ଅଗଷ୍ଟ ୯ରୁ ୩୦ପର୍ଯ୍ୟନ୍ତ ଗ୍ରାମ, ବ୍ଲକ, ରାଜ୍ୟ ତଥା ଜାତୀୟ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଦେଶ ପାଇଁ ଜୀବନ ଦେଇଥିବା ବୀରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri