ଆମେରିକାରେ ମଧ୍ୟବର୍ତ୍ତିକାଳିନ ନିର୍ବାଚନ, ଟ୍ରମ୍ଫ-ବାଇଡେନଙ୍କ ପାଇଁ ଅଗ୍ନି ପରୀକ୍ଷା, ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଉପରେ ପଡିପାରେ ପ୍ରଭାବ

ୱାଶିଂଟନ,୮ ।୧୧: ଆମେରିକାରେ ଆଜି ଅର୍ଥାତ୍ ମଙ୍ଗଳବାର ମିଡ-ଟର୍ମ ଇଲେକସନ ବା ମଧ୍ୟବର୍ତ୍ତି କାଳିନ ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ଲକ୍ଷ ଲକ୍ଷ ଆମେରିକୀୟ ଏଥିରେ ମତଦାନ କରିବେ । ଏହି ନିର୍ବାଚନ ଉପରେ ଆମେରିକା ସହ ସାରା ବିଶ୍ୱର ନଜର ରହିଛି । ଏହି ମଧ୍ୟବର୍ତ୍ତିକାଳିନ ନିର୍ବାଚନ ଶାସକ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ଫଙ୍କ ପାଇଁ ଅଗ୍ନି ପରକ୍ଷା ସଦୃଶ ହେବ ବୋଲି କୁହାଯାଉଛି । ଏହି ନିର୍ବାଚନର ଫଳାଫଳ ୨୦୨୪ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନର ପ୍ରାର୍ଥିଙ୍କୁ ଚୟନ କରିବ ।

ଆଜିର ନିର୍ବାଚନରେ ଲକ୍ଷ ଲକ୍ଷ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ । ଏହି ନିର୍ବାଚନ ବାଇଡେନଙ୍କ ଲୋକପ୍ରିୟତା ଗ୍ରାଉଣ୍ଡ ଲେଭଲରେ କରିଥିବା କାମର ପରିଣାମ ଭାବେ ଦେଖାଯାଉଛି । ବାଇଡେନ ଯଦି ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ହେବାକୁ ଚାହୁଁଛନ୍ତି ତେବେ ଏହି ନିର୍ବାଚନ ତାଙ୍କ ପାଇଁ ବେଶ ଗୁରୁତ୍ୱ ରଖେ । ତେବେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଉପରେ ଏହାର ପ୍ରଭାବ ପଡିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri