ୟୁକ୍ରେନକୁ ୧୨୮ ମିଲିୟନ ଆମେରିକୀୟ ଡଲାର ମୂଲ୍ୟର ଅସ୍ତ୍ରଶସ୍ତ୍ର ଯୋଗାଇବ ଆମେରିକା

କିଭ୍‌,୨୨।୯: ୧୯ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ ହେବାର ନାଁ ନେଉନାହିଁ। ଏହି ସମୟରେ ୟୁକ୍ରେନ ପୁଣିଥରେ ଆମେରିକାର ସାମରିକ ସହାୟତା ପାଇଛି। ନୂତନ ସୁରକ୍ଷା ସହାୟତାର ଅଧୀନରେ ଆମେରିକା ୟୁକ୍ରେନକୁ ୧୨୮ ମିଲିୟନ ଆମେରିକୀୟ ଡଲାର ମୂଲ୍ୟର ଅସ୍ତ୍ରଶସ୍ତ୍ର ଏବଂ ଉପକରଣ ପ୍ରଦାନ କରିବ। ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ୍‌ ଗୁରୁବାର ଏହି ସୂଚନା ଦେଇଛନ୍ତି।

ଏଥି ସହିତ ଆମେରିକାର ବୈଦେଶିକ ବିଭାଗ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ପ୍ରତିରକ୍ଷା ବିଭାଗ ପୂର୍ବରୁ ନିର୍ଦ୍ଦେଶିତ ଛାଡ ଅଧୀନରେ ୧୯୭ ମିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ଏବଂ ଉପକରଣ ମଧ୍ୟ ଯୋଗାଇବ। ପ୍ରକାଶ ଯେ, ସୁରକ୍ଷା ସହାୟତା ସମ୍ବନ୍ଧରେ ବ୍ଲିଙ୍କେନ୍‌ଙ୍କ ଏହି ଘୋଷଣା ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଆମେରିକା ଗସ୍ତ ପରେ ଆସିଛି। ଏହାପୂର୍ବରୁ ଜେଲେନସ୍କି ହ୍ବାଇଟ ହାଉସରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri