ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ କରାଯିବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ନାମ ମେରିଟ୍‌ ଲିଷ୍ଟରେ ଥିବ ସେମାନେ ୧୯ରୁ ୨୫ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ।
ସୂଚନାଯୋଗ୍ୟ, ଚଳିତବର୍ଷ ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍‌ଲାଇନରେ ଆବେଦନ କରିଥିଲେ। ସେହିପରି ସେପ୍ଟେମ୍ବର ୨ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ନାମଲେଖା ସେପ୍ଟେମ୍ବର ୫ରୁ ୭ ତାରିଖ ଭିତରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri