ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ କରାଯିବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ନାମ ମେରିଟ୍‌ ଲିଷ୍ଟରେ ଥିବ ସେମାନେ ୧୯ରୁ ୨୫ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ।
ସୂଚନାଯୋଗ୍ୟ, ଚଳିତବର୍ଷ ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍‌ଲାଇନରେ ଆବେଦନ କରିଥିଲେ। ସେହିପରି ସେପ୍ଟେମ୍ବର ୨ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ନାମଲେଖା ସେପ୍ଟେମ୍ବର ୫ରୁ ୭ ତାରିଖ ଭିତରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗଦ୍ୱାରରେ ଦାହ କଟକଣା ମାସେ ବଢ଼ିଲା

ପୁରୀ ଅଫିସ,୨ା୧୦: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ବାହାର ଜିଲା ଏବଂ ଅନ୍ୟ ରାଜ୍ୟର ମୃତଦେହ ଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ...

ଭୁବନେଶ୍ୱର ଏମ୍ସରେ ହିନ୍ଦୀ ଭାଷାର ଗୁରୁତ୍ୱକୁ ସବୁ ମହଲରେ ବିରୋଧ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ହିନ୍ଦୀ ଭାଷାରେ ଦସ୍ତଖତ କରିବା ସହ ରେକର୍ଡ ପ୍ରସ୍ତୁତ କରିବେ। ଏହି ମର୍ମରେ...

ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍‌

ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର...

୬ ଇନ୍‌ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍‌

କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା...

ଆଜି ରାଜ୍ୟରୁ ୪୮୨ ପଜିଟିଭ୍‌ ଚିହ୍ନଟ, ୧୩,୨୪,୦୬୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା

କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଧାରଣାରେ ବସିଛନ୍ତି।...

କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା,୧୪ ଦିନ ପରେ ବି ସ୍ୱାସ୍ଥ୍ୟ ପରୀକ୍ଷା ହେଉନି

ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍‌ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି।...

ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍‌. ଭେଙ୍କଟରମଣଙ୍କୁ ପିଟି...

Advertisement
Archives

Model This Week