‘ ଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ମେରିଟ୍‌ ସ୍କଲାରଶିପ’

ନୂଆଦିଲ୍ଲୀ,୧୭।୧୨: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆର୍‌ଭି ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୩-୨୪ ଶିକ୍ଷାବର୍ଷର ନାମଲେଖା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବିଶ୍ୱବିଦ୍ୟାଳୟର ୬ଟି ପ୍ରମୁଖ ସ୍କୁଲର ସମସ୍ତ ସ୍ନାତକ ଏବଂ ସ୍ନାତକୋତ୍ତର କାର୍ଯ୍ୟକ୍ରମରେ ପ୍ରବେଶ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆବେଦନପତ୍ର ମଧ୍ୟ ଗ୍ରହଣ କରାଯାଉଛି। ଅପରପକ୍ଷରେ ବିଶ୍ୱବିଦ୍ୟାଳୟର ୱେବ୍‌ସାଇଟରେ ମଧ୍ୟ ଏ ନେଇ ସମସ୍ତ ସୂଚନା ଉପଲବ୍ଧ ଏବଂ ଅନ୍‌ଲାଇନ ଆବେଦନ ମାଧ୍ୟମରେ ପ୍ରାର୍ଥୀମାନେ ସେମାନଙ୍କର ବିଷୟବିସ୍ତୁ ଅନୁଯାୟୀ ଆବେଦନ କରିପାରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ବିଶେଷକରି ସ୍ନାତକ କାର୍ଯ୍ୟକ୍ରମ ପାଇଁ ଯୋଗ୍ୟତା ମାନଦଣ୍ଡ ୧୦+୨ କିମ୍ବା ସିବିଏସ୍‌ଇ, ଆଇଏସ୍‌ସି, ଆଇବି, କେମ୍ବ୍ରିଜ, ରାଜ୍ୟ ବୋର୍ଡ ଏବଂ ଅନ୍ୟାନ୍ୟ ସରକାରୀ ସ୍ବୀକୃତିପ୍ରାପ୍ତ ବୋର୍ଡଠାରୁ ସମାନ ସମାପ୍ତି ପ୍ରମାଣପତ୍ର ଆବଶ୍ୟକ ରହିଛି, ଆର୍‌ଭି ସ୍କୋଲାଷ୍ଟିକ ଆଡ୍‌ମିସନ ଟେଷ୍ଟ ଏବଂ ଆର୍‌ଭି ବିଶ୍ୱବିଦ୍ୟାଳୟର ଚୟନ ପ୍ରକ୍ରିୟାରେ ଆବେଦନକାରୀଙ୍କ ପ୍ରଦର୍ଶନ ଉପରେ ଚୟନ ମାନଦଣ୍ଡ ଆଧାରିତ ହେବ। ଆର୍‌ଭି ବିଶ୍ୱବିଦ୍ୟାଳୟରେ ସମସ୍ତ ୟୁଜି ଏବଂ ପିଜି କାର୍ଯ୍ୟକ୍ରମ ପାଇଁ ଆର୍‌ଭିଏସ୍‌ଏଟି ଜାତୀୟସ୍ତରର ପ୍ରବେଶିକା ପରୀକ୍ଷା। ଯୋଗ୍ୟ ଛାତ୍ରୀଛାତ୍ରମାନଙ୍କ ପାଇଁ ବିଶ୍ୱବିଦ୍ୟାଳୟ ମେରିଟ୍‌ ସ୍କଲାରଶିପ ମଧ୍ୟ ପ୍ରଦାନ କରୁଛି।
ଏ ସମ୍ପର୍କରେ ଆର୍‌ଭି ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା କୁଳପତି ପ୍ରଫେସର ୱାଇ.ଏସ୍‌.ଆର୍‌. ମୂର୍ତ୍ତି କହିଛନ୍ତି, ଏଠାରେ ବିଶ୍ୱବିଦ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ଏବଂ ସୃଜନଶୀଳ ଚିନ୍ତାଧାରା ମାଧ୍ୟମରେ ଛାତ୍ରୀଛାତ୍ରୀମାନଙ୍କୁ ନୂତନ ଜ୍ଞାନ ଆହରଣ କରିବାକୁ ଆମେ ଉସତ୍ାହିତ କରିଥାଉ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?