ସାମ୍ପୁଲ ନ ଦେଇ ଏମ୍‌ପିଙ୍କ ମୋବାଇଲ୍‌ରେ ଆସିଲା ମେସେଜ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଉଥିବା ସାମ୍ପୁଲ ସମ୍ପର୍କିତ ମେସେଜ ନେଇ ସନ୍ଦେହ ସୃଷ୍ଟି ହେବାରେ ଲାଗିଛି। କଂଗ୍ରେସ ରାଜ୍ୟସଭା ଏମ୍‌ପି ଦିଗ୍‌ ବିଜୟ ସିଂଙ୍କ ପାଖକୁ ଏଭଳି ଏକ ମେସେଜ ଆସିଛି। ସେ ସାମ୍ପୁଲ ପରୀକ୍ଷା ଲାଗି ନ ଦେବା ପୂର୍ବରୁ ତାଙ୍କ ମୋବାଇଲ୍‌ରେ ତାଙ୍କ ସାମ୍ପୁଲ ସଂଗ୍ରହ ହୋଇଥିବା ମେସେଜ୍‌ ଆସିଛି। ଏହାକୁ ନେଇ ଦିଗବିଜୟ ଦ୍ୱନ୍ଦରେ ପଡ଼ିଛନ୍ତି। ଏନେଇ ସେ ଟୁଇଟ୍‌ କରି ଗୁରୁବାର ସୂଚନା ଦେଇଛନ୍ତି। ତାଙ୍କଠାରୁ ଆରଟି-ପିସିଆର୍‌ ଟେଷ୍ଟ ପାଇଁ ସାମ୍ପୁଲ ସଂଗ୍ରହ କରାଯାଇ ନ ଥିତ୍ବାବେଳେ ପୂର୍ବାହ୍ନ ୯ଟା ୩୯ରେ ଏଭଳି ମେସେଜ୍‌ ମୋବାଇଲକୁ ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ୍‌ଙ୍କ ବଳିଦାନ ଦେବ ପ୍ରେରଣା…

ନୂଆଦିଲ୍ଲୀ,୨୬।୭: ଦେଶ ମାତୃକାର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ବୀର୍‌ ଶହୀଦ୍‌ଙ୍କ ଅମର ଗାଥା ସବୁବେଳେ ଦେଶବାସୀଙ୍କୁ ଦେଶସେବା ଲାଗି ପ୍ରେରଣା ପ୍ରଦାନ କରୁଥିବ। କାରଗୀଲ୍‌...

କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୨୨ ଜଣଙ୍କ ମୃତ୍ୟୁ

ମୁମ୍ବାଇ,୪।୬: କରୋନା ସଂକ୍ରମଣ ମହାରାଷ୍ଟ୍ର ପାଇଁ ଏବେ ଏକ ଚ୍ୟାଲେଞ୍ଜରେ ପରିଣତ ହୋଇଛି। ଗୋଟିଏ ଦିନରେ ୧୨୨ ଜଣଙ୍କ ମୃତ୍ୟୁ ଏବେ ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ...

‘ଗାନ୍ଧୀ ପରିବାରର ବିଶ୍ୱସ୍ତଙ୍କୁ ପଦ ଛାଡ଼ିବାକୁ ପଡ଼ିବ’

ନୂଆଦିଲ୍ଲୀ,୧୭।୩: ବୁଧବାର ରାତିରେ କଂଗ୍ରେସର ‘ଜି-୨୩’ ବୈଠକରେ ନେତାମାନେ ଏବେ ଦଳ ଛାଡ଼ିବାକୁ ମନା କରି ଦେଇଛନ୍ତି। ଅତ୍ୟନ୍ତ ଦୁର୍ବଳ ଥିବା କଂଗ୍ରେସ ଏବେ ଏହାକୁ...

ଅନୁମତି ପତ୍ର ଚିରିଲେ, ପଣ୍ଡିତଙ୍କୁ ମାରିଲେ ଚାପୁଡ଼ା; ବନ୍ଦ ରହିଲା ବାହାଘର

ଅଗରତାଲା,୨୮।୪: କରୋନା ମହାମାରୀ ସମୟରେ ବିବାହକୁ ନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମାତ୍ର କିଛି ଲୋକ ଏହାକୁ ଉଲ୍ଲଂଘନ କରୁଥିବାରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏପରି...

ଘରେ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଉପରେ ନଜର ରଖିବାକୁ ଆପ୍ ଲଞ୍ଚ କଲେ ଗୋଆ ସରକାର

ପଣଜୀ,୫ ।୪: କରୋନା ସଂକ୍ରମଣ କାରଣରୁ ଯେଉଁମାନେ ଘରେ କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଗୋଆ ସରକାର ଜିପିଏସ୍ ବେସ୍‌ଡ ଲୋକେଶନ ଟ୍ରାକର...

କରୋନାଭାଇରସରୁ ମୁକ୍ତି ପାଇଁ ବାଲାଜୀଙ୍କ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା

ହାଇଦ୍ରାବାଦ,୭।୨: ତେଲେଙ୍ଗାନାର ଚିଲକୁର ବାଲାଜୀ ମନ୍ଦିରରେ ଗୁରୁବାର ଏକ ସ୍ବତନ୍ତ୍ର ପୂଜାର ଆୟୋଜନ ଦେଖିବାକୁ ମିଳିଥିଲା। ଏହା କରୋନାଭାଇରସରୁ ମୁକ୍ତି ପାଇଁ କରାଯାଇଥିବା କୁହାଯାଏ। ଚାଇନାରେ...

ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଦେବୁଙ୍କ ପରଲୋକ

ମୁମ୍ବାଇ,୧୦।୧୨: କଥକ ଏବଂ କଥକଲୀକୁୁ ମିଶାଇ ଏକ ନୂତନ ନୃତ୍ୟ ସୃଷ୍ଟି କରିଥିବା ପ୍ରସିଦ୍ଧ ନୃତ୍ୟଶିଳ୍ପୀ ଓସ୍ତାଦ ଦେବୁଙ୍କର ଦେହାନ୍ତ ହୋଇଛି। ଗୁରୁବାର ସକାଳେ ମୁମ୍ବାଇରେ...

ମହଙ୍ଗା ହେଲା ବିମାନ ଯାତ୍ରା: ସର୍ବନିମ୍ନ ଭଡ଼ା ୧୬ ପ୍ରତିଶତ ବୃଦ୍ଧି …

ନୂଆଦିଲ୍ଲୀ,୨୯।୫: କରୋନା ସଙ୍କଟ ସମୟରେ ଦେଶରେ ବିମାନ ଯାତ୍ରା ମହଙ୍ଗା ହୋଇଛି। ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭିନ୍ନ ଭିନ୍ନ...

Advertisement
Archives

Model This Week