Posted inଜାତୀୟ

କଶ୍ମୀର ଆତଙ୍କବାଦୀଙ୍କୁ ଜୈଶ୍‌ କମାଣ୍ଡରଙ୍କ ବାର୍ତ୍ତା: ବିସ୍ଫୋରକ ଯୋଗାଣରେ ସମସ୍ୟା ହେଉଛି

ନୂଆଦିଲ୍ଲୀ, ୨୫ା୧୧: ଜମ୍ମୁର ନାଗ୍ରୋଟାରେ ୪ ସଶସ୍ତ୍ର ପାକ୍‌ ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଆତଙ୍କବାଦୀ ଶିବିରରେ କୋକୁଆ ଭୟ ସୃଷ୍ଟି ହୋଇଛି। କଶ୍ମୀରରେ ଥିବା ଜୈଶ୍‌-ଇ- ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କୁ ବିସ୍ଫୋରକ ଓ ବିଭିନ୍ନ ମାରଣାସ୍ତ୍ର ଯୋଗାଇବାରେ ସମସ୍ୟା ଦେଖାଦେଇଛି। ଏନେଇ ଜେଇଏମ୍‌ ମୁଖ୍ୟ ମାସୁଦ୍‌ ଆଝାରଙ୍କ ସାନଭାଇ ତଥା ଅପରେଶନାଲ କମାଣ୍ଡର ମୁଫ୍‌ତି ଅସ୍‌ଘର କଶ୍ମୀରରେ ଥିବା ଆତଙ୍କବାଦୀଙ୍କୁ ବାର୍ତ୍ତାଦେଇ କହିଛନ୍ତି। ନାଗ୍ରୋଟାରେ ନଭେମ୍ବର ୧୯ରେ ସୁରକ୍ଷା ବାହିନୀଙ୍କ ଶିକାର ହୋଇଥିବା ୪ ଆତଙ୍କବାଦୀଙ୍କୁ ଅସ୍‌ଘର ଭାରତକୁ ପଠାଇ ଆତଙ୍କ ସୃଷ୍ଟିକରିବା ଲାଗି ପ୍ରୟାସ କରିଥିଲା। ଏହା ବିଫଳ ହେବା ପରେ ପୁଣି ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ ଅପେକ୍ଷାରେ ଅଛନ୍ତି। ଜେଇଏମ୍‌, ଏଲ୍‌ଇଟି, ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସୀମାରେ ସକ୍ରିୟ ଅଛନ୍ତି। ଏଥିସହ ଭାରତ ସୀମାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେଣୁ କଶ୍ମୀରରେ ଥିବା ଆତଙ୍କବାଦୀଙ୍କ ଲାଗି ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଯୋଗାଣରେ ସମସ୍ୟା ଦେଖାଦେଇଥିବା ସେ  କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri