Posted inଖେଳ

ମେସିଙ୍କୁ ରେକର୍ଡ ୭ମ ଟପ୍‌ ସ୍କୋରିଂ ଟାଇଟଲ

ଭିଟୋରିଆ (ସ୍ପେନ୍‌), ୨୧ା୭ (ଏପି)-ସ୍ପାନିଶ ଲିଗ୍‌ରେ ଲିଓନେଲ ମେସି ରେକର୍ଡ ଟପ୍‌ ସ୍କୋରିଂ ଟାଇଟଲ ଜିତିଛନ୍ତି। ଫାଇନାଲ ରାଉଣ୍ଡରେ ଆଲଭେସ୍‌ ବିପକ୍ଷ ୫-୦ ବିଜୟ ମ୍ୟାଚରେ ଦୁଇଟି ଗୋଲ ସ୍କୋର କରିବା ପରେ ସେ ଏହି ସଫଳତା ହାସଲ କରିଛନ୍ତି। ଟୁର୍ନାମେଣ୍ଟରେ ମେସି ମୋଟ ୨୫ଟି ଗୋଲ ସ୍କୋର କରିଛନ୍ତି, ଯାହାକି ବେଞ୍ଜିମା କରିମ୍‌ଙ୍କଠାରୁ ୪ଟି ଅଧିକ। ଲେଗାନେସ୍‌ଠାରେ ରିୟଲ ମାଡ୍ରିଡ୍‌ର ୨-୨ ଡ୍ର ମ୍ୟାଚରେ ସେ ଗୋଟିଏ ହେଲେ ଗୋଲ ସ୍କୋର କରିପାରି ନ ଥିଲେ। ମେସି ହେଉଛନ୍ତି ପ୍ରଥମ ଖେଳାଳି ଯିଏକି ୭ ପୃଥକ୍‌ ପୃଥକ୍‌ ସିଜନରେ ଟପ୍‌ ସ୍କୋରର ରହିଆସିଛନ୍ତି। ଇଞ୍ଜୁରୀ ଯୋଗୁ ସିଜନ ଆରମ୍ଭରେ ସେ କେତୋଟି ଗେମ୍‌ ଖେଳି ପାରି ନ ଥିଲେ ମଧ୍ୟ ମାଇଲଖୁଣ୍ଟରେ ପହଞ୍ଚତ୍ୟାଇଥିଲେ। ଆର୍ଜେଣ୍ଟିନାର ଏହି ଷ୍ଟାର ଖେଳାଳି ୩୩ଟି ମ୍ୟାଚରେ ୨୫ ଗୋଲ ସ୍କୋର କରିଥିଲେ। ମେସି ପୂର୍ବରୁ ୬ ସ୍କୋରିଂ ଟାଇଟଲ ସହ ଟେଲମୋ ଜାରାଙ୍କ ସମକକ୍ଷ ହୋଇଥିଲେ। ସେ ଆହୁରି ମଧ୍ୟ କ୍ରମାଗତ ୪ଥର ଟପ୍‌ ସ୍କୋରର ଟ୍ରଫି ହାସଲ କରି ହୁଗୋ ସାଞ୍ଚେଜ୍‌ଙ୍କ ସମକକ୍ଷ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri