Posted inଖେଳ

ମେସିଙ୍କ ସ୍ବତନ୍ତ୍ର ବିଶ୍ୱକପ୍‌ ରେକର୍ଡ

ନ୍ୟୁୟର୍କ, ୨୦।୭: ଆର୍ଜେଣ୍ଟିନାର ଲିଓନେଲ ମେସି ସ୍ପେନ ବିପକ୍ଷ ଫାଇନାଲରେ ଦୁଇଟି ସ୍ବତନ୍ତ୍ର ବିଶ୍ୱକପ୍‌ ରେଡର୍କର ଅଧିକାରୀ ହୋଇଛନ୍ତି। ବିଶ୍ୱକପ୍‌ ବେଳେ ୩୯ ବର୍ଷରେ ପଦାର୍ପଣ କରିଥିବା ମେସି ବୟୋଜ୍ୟେଷ୍ଠ ଖେଳାଳି ଭାବେ ଫିଫା ବିଶ୍ୱକପ୍‌ ଫାଇନାଲ ଖେଳିଛନ୍ତି।

ଏଥିସହିତ ସେ ବିଶ୍ୱର ପ୍ରଥମ ଖେଳାଳି ଭାବେ ୩ ବିଶ୍ୱକପ୍‌ ଫାଇନାଲରେ ତାଙ୍କ ଦଳର ନେତୃତ୍ୱ ନେଇଛନ୍ତି। ଏଥିପୂର୍ବରୁ ମେସିଙ୍କ ନେତୃତ୍ୱରେ ଆର୍ଜେଣ୍ଟିନା ୨୦୧୪ ଫାଇନାଲରେ ଜର୍ମାନୀଠାରୁ ୧-୦ ଗୋଲରେ ପରାସ୍ତ ହୋଇଥିବା ବେଳେ ୨୦୨୨ ଫାଇନାଲରେ ପେନାଲ୍ଟିରେ ଫ୍ରାନ୍ସକୁ ହରାଇ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri