ମନ୍ତ୍ରୀଙ୍କୁ ଭେଟିଲେ, ଚାଲିବ ଆନ୍ଦୋଳନ

ଭୁବନେଶ୍ୱର,୧।୧୦(ଅନୁରାଧା ମହାରଣା)ସରକାରୀ ଅନୁଦାନ ନୀତି (ଜିଆଇଏ) ଲାଗୁ କରିବା ପାଇଁ ସମସ୍ତ ବେସରକାରୀ ଅନୁଦାନ ଓ ଅଣ-ଅନୁଦାନ (ଯୁକ୍ତ ୨ ଓ ଯୁକ୍ତ ୩) ମହାବିଦ୍ୟାଳୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସଂଘ ଗାନ୍ଧୀମାର୍ଗରେ ୭୫ ଦିନ ଧରି ଶାନ୍ତିପୂର୍ଣ୍ଣ ଭାବେ ଅହୋରାତ୍ର ଧାରଣା ଦେଇଛନ୍ତି। ବିଭିନ୍ନ ଉପାୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଆସୁଥିଲେ ମଧ୍ୟ ସରକାର କୌଣସି ଦାବି ପୂରଣ କରି ନ ଥିବାରୁ ଶନିବାର ସଂଘ ପକ୍ଷରୁ ମହାସମାବେଶ କରାଯାଇଥିଲା। ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି କ୍ରମରେ ସଂଘର ଏକ ପ୍ରତିନିଧି ଦଳ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସାବ୍ୟସଚୀ ନାୟକଙ୍କୁ ଓଡ଼ିଶା ବିଧାନସଭାରେ ଭେଟିଥିଲେ। ସଂଘର ରାଜ୍ୟ ସଭାପତି ଡ. ଦେବ ବିଜୟ ମିଶ୍ର, ବିଭୁ ପ୍ରସାଦ ମିଶ୍ର, କୁଶ ମଲ୍ଲିକ, ଦମୟନ୍ତୀ ଷଣ୍ଢ, ଶଙ୍କର ପାଢ଼ୀ ପ୍ରମୁଖ ମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଯାଇଥିଲେ। ଆଗାମୀ ଆନ୍ତଃମନ୍ତ୍ରୀସ୍ତରୀୟ ବୈଠକରେ ଏନେଇ ଆଲୋଚନା କରାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri