ଯୁଦ୍ଧ ଲାଗି ବୈଷୟିକ କ୍ଷେତ୍ରରେ ପ୍ରଭାବ: ଓ୍ବେବ ଶିଖର ସମ୍ମିଳନୀରେ ଯୋଗଦେବେନି ଗୁଗଲ-ମେଟା

ଓ୍ବାଶିଂଟନ୍‌,୨୧।୧୦: ଓ୍ବେବ ଶିଖର ସମ୍ମିଳନୀ ଟେକ୍ନୋଲଜି ସେକ୍ଟରରେ ଏକ ବାର୍ଷିକ ଇଭେଣ୍ଟ ଅଟେ। ଯେଉଁଥିରେ ସାରା ବିଶ୍ୱର ବୈଷୟିକ ଉଦ୍ୟୋଗର ନିଗ୍‌ଗଜ କମ୍ପାନୀଗୁଡିକ ଭାଗନେଇଥାନ୍ତି। ସବୁ କମ୍ପାନୀକୁ ଗୋଟିଏ ସ୍ଥାନରେ ଏକାଠି ଆଣିବା ପାଇଁ ଏହି ସମ୍ମିଳନୀ ସାହାର୍ଯ୍ୟ କରିଥାଏ। ତେବେ ଚଳିତ ବର୍ଷର ଶିଖର ସମ୍ମିଳନୀ ଲିସବନରେ ନଭେମ୍ବର ୧୩ରୁ ୧୬ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିରେ ଗୁଗଲ-ମେଟା ଯୋଗ ଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।

ଗୁଗଲ-ମେଟା ଯୋଗ ନ ଦେବାର କାରଣ ମଧ୍ୟ ସ୍ପଷ୍ଟ କରିଛନ୍ତି। ଶିଖର ସମ୍ମିଳନୀର ଆୟୋଜକଙ୍କ ମନ୍ତବ୍ୟ ଯୋଗୁଁ ମେଟା ଏବଂ ଗୁଗୁଲ ଏହି ସମ୍ମିଳନୀରେ ଯୋଗ ନ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ହମାସ ଆକ୍ରମଣ ପରେ ଇସ୍ରାଏଲର ପାଲଟା କାର୍ଯ୍ୟକଳାପକୁ ନେଇ ଆୟୋଜକ ପ୍ରଶ୍ନ ଉଠାଇଛନ୍ତି। ଯାହାଲାଗି ଏହି ଦୁଇଟି ଲୋକପ୍ରିୟ କମ୍ପାନୀ ସମ୍ମିଳନୀରେ ଯୋଗଦେବେ ନାହିଁ ବୋଲି ସୂଚନା ଦେଇଛନ୍ତି। ଚଳିତ ବର୍ଷର ଇଭେଣ୍ଟରେ ମେଟା-ଗୁଗଲ ଅଂଶଗ୍ରହଣ କରିବେ ନାହିଁ ବୋଲି ମେଟା-ଗୁଗଲ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri