ଫେସବୁକ, ଇନଷ୍ଟାଗ୍ରାମରେ ଏବେ ସର୍କୁଲେଟ ହେବନି ୧୮ ବର୍ଷରୁ କମ ବୟସର ପିଲାଙ୍କ ଅର୍ଦ୍ଧନଗ୍ନ ଫଟୋ, ଲଞ୍ଚ ହେଲା ‘ଟେକ ଇଟ ଡାଉନ’ ଟୁଲ

ଓ୍ବାଶିଂଟନ,୧୧।୪: ସୋସିଆଲ ମିଡିଆର ଜଣାଶୁଣା କମ୍ପାନୀ ମେଟା ୟୁଜର୍ସଙ୍କ ପାଇଁ ‘ଟେକ ଇଟ ଡାଉନ’ ଟୁଲ ଲଞ୍ଚ କରି ଦେଇଛି। ଏହି ଟୁଲ ସାହାଯ୍ୟରେ ପ୍ଲାଟଫର୍ମରେ ନ୍ୟୁଡ କଣ୍ଟେଣ୍ଟକୁ ସୁର୍କୁଲେଟ କରିବାରୁ ରୋକାଯାଇ ପାରିବ। ଏହି ଟୁଲକୁ ନ୍ୟାଶନାଲ ସେଣ୍ଟର ଫର ମିସିଂ ଆଣ୍ଡ ଏକ୍ସପ୍ଲେଇଡେଟ ଚିଲଡ୍ରେନ ଦ୍ୱାରା ଅପରେଟ କରାଯାଉଛି। ଏହି ଟୁଲକୁ ଲଞ୍ଚ କରିବାର ଉଦ୍ଦେଶ୍ୟ ସେକ୍ସର୍ଟଶନ ମାମଲାକୁ କମ କରିବା ଓ ଲୋକଙ୍କ ପ୍ରାଇଭେସିକୁ ସୁରକ୍ଷିତ ରଖିବା।

ଏହି ଟୁଲ ସାହାଯ୍ୟରେ ଅତୀତରେ ଅପଲୋଡ ହୋଇଥିବା ଫଟୋକୁ ବି ପ୍ଲାଟଫର୍ମରୁ ହଟାଇ ଦିଆଯାଇ ପାରିବ ଅଥବା ଏହାକୁ ଭାଇରାଲ କରିବାକୁ ରୋକାଯାଇ ପାରିବ। ସୋସିଆଲ ମିଡିଆରେ ନ୍ୟୁଡ କଣ୍ଟେଣ୍ଟ ଆଜିକାଲି ଖୁବ ଦ୍ରୁତଗତିରେ ସର୍କୁଲେଟ ହେଉଛି ଓ ଏହାରି ପାଇଁ ପରେ ଲୋକଙ୍କୁ ବ୍ଲାକମେଲ ଆଦି କରାଯାଉଛି। ଭାରତରେ ଇଣ୍ଟରନେଟ ୟୁଜର୍ସଙ୍କ ସଂଖ୍ୟା ବହୁତ ଅଧିକ ଓ ଏମାନଙ୍କ ମଧ୍ୟରୁ କିଛି ପ୍ରତିଶତ ୧୮ ବର୍ଷରୁ କମ ବୟସର। ଛୋଟଛୋଟ ପିଲାମାନେ ବହୁ ପରିମାଣରେ ଇଣ୍ଟରନେଟର ବ୍ୟବହାର କରୁଥିବା ବେଳେ ଏମାନେ ସହଜରେ ଅନ୍ୟ ଜଣଙ୍କ ଜାଲରେ ଫସିଯାଉଛନ୍ତି, ଓ ପରେ ଫସାଇଥିବା ଲୋକେ ଏହାର ଫାଇଦା ଉଠାଉଛନ୍ତି। ହେଲେ ଏବେ ଏସବୁ ଉପରେ ଲଗାମ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri