Posted inUncategorized

ମେଟାକୁ ୧.୩ ବିଲିୟନ ଡଲାର ଜରିମାନା

ଲଣ୍ଡନ, ୨୩ା୫: ୟୁଜରମାନଙ୍କ ବ୍ୟକ୍ତିଗତ ଡେଟା ଆମେରିକାକୁ ପ୍ରେରଣ କରୁଥିବା ସୋସିଆଲ ନେଟ୍‌ଓ୍ବର୍କ ଜିଆଣ୍ଟ ମେଟା ପ୍ଲାଟ୍‌ଫମର୍‌ସ ଆଇଏନ୍‌ସି ଉପରେ ୟୁରୋପୀୟ ୟୁନିୟନ ପ୍ରାଇଭେସି ରେଗୁଲେଟର୍ସ ରେକର୍ଡ ୧.୩ ବିଲିୟନ ଡଲାର ଜରିମାନା ଲଗାଇଛି। ଆଟଲାଣ୍ଟିକ ଦେଇ ଆମେରିକାକୁ ୟୁଜରମାନଙ୍କ ଡେଟା ଟ୍ରାନ୍ସଫର ଯୋଗୁ ଲୋକଙ୍କ ମୌଳିକ ଅଧିକାର ଓ ସ୍ବାଧୀନତା ପ୍ରତି ବିପଦ ସୃଷ୍ଟି ହୋଇଥିବା ଇରିଶ ଡେଟା ପ୍ରୋଟେକ୍‌ଶନ କମିଶନ କହିଛି। ଏଥିସହିତ ଆମେରିକାକୁ ଡେଟା ପ୍ରେରଣ ବନ୍ଦ ଲାଗି ୟୁରୋପୀୟ ୟୁନିୟନ ସମୟସୀମା ଧାର୍ଯ୍ୟ କରିଛି। ବ୍ୟକ୍ତିଗତ ଡେଟା ପ୍ରେରଣ ୫ ମାସ ମଧ୍ୟରେ ବନ୍ଦ କରିବା ସହ ଆମେରିକାରେ ସେଗୁଡ଼ିକର ବେଆଇନ ପ୍ରୋସେସିଂ ଏବଂ ଷ୍ଟୋରେଜ୍‌ ୬ ମାସରେ ବନ୍ଦ କରିବାକୁ ମେଟାକୁ ନିର୍ଦ୍ଦେଶ ଦିଆଯାଇଛି। ୟୁରୋପକୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ ଆକ୍ସେସ୍‌ରେ କୌଣସି ସମସ୍ୟା ହେବ ନାହିଁ ବୋଲି ରାୟ ଘୋଷଣା ପରେ ମେଟା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri