ଆସନ୍ତା ସପ୍ତାହରେ ୧୧,୦୦୦ କର୍ମଚାରୀଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ କରିବ ମେଟା

ନୂଆଦିଲ୍ଲୀ,୧୨।୩: ଫେସବୁକ୍‌ର ପ୍ୟାରେଣ୍ଟ କମ୍ପାନୀ ମେଟା ଆସନ୍ତା ସପ୍ତାହରେ ଦ୍ୱିତୀୟ ରାଉଣ୍ଡରେ ଅତିରିକ୍ତ ଛଟେଇ କରିବାକୁ ଯାଉଛି। ଗତ ବର୍ଷ ଭଳି ଏଥର ମଧ୍ୟ କମ୍ପାନୀ ୧୩% ଅର୍ଥାତ ପ୍ରାୟ ୧୧,୦୦୦ କର୍ମଚାରୀଙ୍କୁ ଛଟେଇ କରିପାରେ। ଏହା ଅଧୀନରେ ଅଣ-ଇଞ୍ଜିନିୟରିଂ ବିଭାଗର କର୍ମଚାରୀ ପ୍ରଥମେ ଚାକିରି ହରାଇବାର ସମ୍ଭାବନା ରହିଛି।

ଦ ଓ୍ବାଲ ଷ୍ଟ୍ରିଟ୍‌ ଜର୍ଣ୍ଣାଲରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ମେଟା ପ୍ଲାଟଫର୍ମ ଆସନ୍ତା ମାସଗୁଡ଼ିକରେ ଅନେକ ରାଉଣ୍ଡରେ ଅତିରିକ୍ତ ଛଟେଇ କରିବାକୁ ଘୋଷଣା କରିପାରେ। ଏହା ଗତ ବର୍ଷ କର୍ମଚାରୀ ସଂଖ୍ୟାର ୧୩% ହ୍ରାସ ସହ ସମକକ୍ଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri