ମେଟଲ୍‌ ମିଟ୍‌-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୪’ର ଗ୍ରାଣ୍ଡ୍‌ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍‌ ଫିନାଲେରେ ଜୁନିୟର ଓ ସିନିୟର ବିଭାଗର ମୋଟ୍‌ ୧୬ଟି ଟିମ୍‌ ଭାଗ ନେଇଛନ୍ତି। ପ୍ରଥମେ ଜୁନିୟର ବିଭାଗର ଟପ୍‌-୮ଟି ଟିମ୍‌ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଛନ୍ତି।

କୁଇଜ ମାଷ୍ଟର ଅଜୟ ପୁନିଆ ପ୍ରଥମ ରାଉଣ୍ଡ ପ୍ରଶ୍ନୋତ୍ତର ଆରମ୍ଭ କରିଥିବା ବେଳେ ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଏବଂ ସମ୍ପାଦକ ତଥାଗତ ସତପଥୀ ଫାଇନାଲ ପାଇଁ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଜୁନିୟର ଫାଇନାଲିଷ୍ଟସ୍‌

କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ମଦର୍ସ ପବ୍ଲିକ ସ୍କୁଲ, ଭୁବନେଶ୍ୱର
ଲୟୋଲା ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, ସିଡିଏ, କଟକ
ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଭୁବନେଶ୍ୱର
ଡିଏଭି ପବ୍ଲିକ ସ୍କୁଲ, କଳିଙ୍ଗନଗର, ଭୁବନେଶ୍ୱର
ଦିଲ୍ଲୀ ପବ୍ଲିକ ସ୍କୁଲ, କଳିଙ୍ଗା, କଟକ
ଡିଏଭି ପବ୍ଲିକ ସ୍କୁଲ, ୟୁନିଟ୍‌-୮, ଭୁବନେଶ୍ୱର

ସିନିୟର ଫାଇନାଲିଷ୍ଟସ୍‌

ଏନ୍‌ଆଇଟି, ରାଉରକେଲା
ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ, କଟକ
କିଟ୍‌ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱର
ଆଇଆଇଟି, ଭୁବନେଶ୍ୱର
ନାଇଜର, ଜଟଣୀ, ଖୋର୍ଦ୍ଧା
ଭିମ୍‌ସାର, ବୁର୍ଲା, ସମ୍ବଲପୁର
ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, କଟକ
ଏମ୍ସ, ଭୁବନେଶ୍ୱର

ପୁରସ୍କାର ବାବଦରେ ମୋଟ ୩.୫ଲକ୍ଷ ଟଙ୍କା ରହିଥିବାବେଳେ ଉଭୟ ବର୍ଗର ବିଜେତା ଟିମ୍‌କୁ ୧ଲକ୍ଷ, ପ୍ରଥମ ରନର୍ସଅପ୍‌କୁ ୫୦ ହଜାର ଏବଂ ଦ୍ୱିତୀୟ ରନର୍ସଅପ୍‌କୁ ୨୫ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri