ବାତ୍ୟାର ଗତିପଥକୁ ନେଇ ବଡ଼ ସୂଚନା ଦେଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା, ଓଡ଼ିଶାକୁ…

ଭୁବନେଶ୍ୱର,୨୫ା୧୧: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ଏହା ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ତେବେ ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

କିଛି ସ୍ଥାନରେ ପାଗ ମେଘୁଆ ରହିବ। ଶୀତର ପ୍ରଭାବ ସାମାନ୍ୟ ରହିବ। ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ। ରାଜ୍ୟରେ ଶୀତ ଅନୁଭବ ହେବ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri