ଲାହୋରରେ ବନ୍ୟା ଚେତାବନୀ ଦେଲା ପାଣିପାଗ ବିଭାଗ

ଲାହୋର,୩୦ା୭: ପାକିସ୍ତାନର ଲାହୋର ଏବଂ ଅନ୍ୟାନ୍ୟ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି।

ଲାହୋରର ଜଳ ଏବଂ ପରିମଳ ଏଜେନ୍ସି ଦ୍ୱାରା ଶେୟାର ହୋଇଥିବା ବୃଷ୍ଟିପାତ ତଥ୍ୟ ଅନୁଯାୟୀ, ଗୁଲଶନ-ଇ-ରବି, କୁର୍ତ୍ତବା ଚୌକ, ନିସ୍ତାର ଟାଉନ ନିର୍ଦ୍ଦେଶକ କାର୍ଯ୍ୟାଳୟ, ଲକ୍ଷ୍ମୀ ଚୌକ୍‌, ଜୋହର ଟାଉନ ଏସ୍‌ଡିଓ କାର୍ଯ୍ୟାଳୟ, ତାଜପୁରା ଏସଡିଓ କାର୍ଯ୍ୟାଳୟ, ଇକବାଲ ଟାଉନ ଏସ୍‌ଡିଓରେ ସର୍ବାଧିକ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?