Posted inରାଜ୍ୟ

ପାଣିପାଗ ବିଭାଗର ସତର୍କ ସୂଚନା, ଆଜିଠାରୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୧୦: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମଙ୍ଗଳବାରଠାରୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଆସନ୍ତାକାଲି ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। କାରଣ ଏହି ବର୍ଷା ଆସନ୍ତା ସପ୍ତାହେ ଧରି ଲାଗି ରହିବା ସହିତ ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri