Posted inଜାତୀୟ

ଡିଏମ୍‌ଆର୍‌ସିରୁ ଇସ୍ତଫା ଦେଲେ ‘ମେଟ୍ରୋ ମ୍ୟାନ’

ଥିରୁଭାନନ୍ତପୁରମ,୧୧ ।୩: ମେଟ୍ରୋ ମ୍ୟାନ ଇ ଶ୍ରୀଧରନ ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେଶନ( ଡିଏମ୍‌ଆର୍‌ସି)ର ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି । ଦିଲ୍ଲୀ ମେଟ୍ରୋ ପକ୍ଷରୁ ବୁଧବାର କୁହାଯାଇଛି କି ଶ୍ରଧରନ ଔପଚାରିକ ଭାବେ ଦିଲ୍ଲୀ ମେଟ୍ରୋରୁ ଅଲଗା ହୋଇଯାଇଛନ୍ତି । ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହେବା ପରେ ସେ ଦିଲ୍ଲୀ ମେଟ୍ରୋରୁ ଔପଚାରିକ ଭାବେ ଇସ୍ତଫା ଦେବା ବାକି ଥିଲା । ସୂଚନାଯୋଗ୍ୟ, ସେ ଫେବୃୟାରୀରେ ଭାଜପାରେ ଯୋଗ ଦେବା ସହ ବିଧାନସଭା ନିର୍ବାଚନ ଲଢିବେ ବୋଲି କହିଥିଲେ । ନିକଟରେ ଭାଜପାରେ ସାମିଲ ହୋଇଥିବା ଶ୍ରୀଧରନ ୧୯୯୭ରେ ଡିଏମ୍‌ଆର୍‌ସିର ୟୁନିଫର୍ମ ପିନ୍ଧିଥିଲେ । ଗତ ୪ ତାରିଖରେ ସେ ଶେଷଥର ପାଇଁ ଯୁନିଫର୍ମରେ ନଜର ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri