Posted inଜାତୀୟ

୨୦୨୫ ସୁଦ୍ଧା ୨୫ ସହରରେ ମେଟ୍ରୋ ଟ୍ରେନ୍‌: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮ା୧୨- ଆଗାମୀ ୨୦୨୫ ସୁଦ୍ଧା ଦେଶର ମେଟ୍ରୋ ଟ୍ରେନ ସେବା ୨୫ଟି ସହର ଛୁଇଁବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଉଦ୍ୟମ ଯୋଗୁ ଦେଶରେ ପ୍ରଥମ ମେଟ୍ରୋ ସେବା ସମ୍ଭବ ହୋଇପାରି ଥିଲା। ୨୦୧୪ରେ ଆମେ ସରକାର ଗଠନ କରିବା ବେଳେ ଦେଶରେ କେବଳ ୫ଟି ସହରରେ ଉପଲବ୍ଧ ଥିଲା ଅତ୍ୟାଧୁନିକ ଟ୍ରେନ ସେବା। ଆଜି ସୁଦ୍ଧା ମୋଟ ୧୮ ସହରରେ ଚଳାଚଳ କରୁଛି ମେଟ୍ରୋ ଟ୍ରେନ। ୨୦୨୫ ସୁଦ୍ଧା ଆମେ ଏହି ସେବାକୁ ଦେଶର ୨୫ଟି ସହରରେ ପହଞ୍ଚାଇବୁ ବୋଲି ମୋଦି କହିଛନ୍ତି।

ମେଟ୍ରୋ ସର୍ଭିସ ସମ୍ପ୍ରସାରଣ ଲାଗି ମେକ୍‌ ଇନ୍‌ ଇଣ୍ଡିଆ ନିହାତି ଦରକାର। ଏହା ଦ୍ୱାରା ଦେଶର ଖର୍ଚ୍ଚ କମ୍‌ ହୁଏ । ଆଉ ଅଧିକରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳେ ବୋଲି ଦିଲ୍ଲୀଠାରେ ଦେଶରେ ପ୍ରଥମ ଚାଳକ ବିହୀନ ଟ୍ରେନ ଉଦ୍‌ଘାଟନ ବେଳେ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri