ମେଟଲ୍‌ ମିଟ୍‌ ୨୦୨୩: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ଜୁନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ‘ମେଟଲ୍‌ ମିଟ୍‌-୨୦୨୩’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ୍‌ ଶେଷ ହୋଇଛି। ଗ୍ରାଣ୍ଡ୍‌ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିୟର ବର୍ଗରେ ମୋଟ୍‌  ୪୧ ଟିମ୍‌ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ ୮ଟି ଟିମ୍‌ ଗ୍ରାଣ୍ଡ୍‌ ଫିନାଲେକୁ ଯାଇଛନ୍ତି। ଏହି ଜୁନିୟର ଟିମ୍‌ଗୁଡ଼ିକ ମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୫ ଟିମ୍‌ ରହିଥିବା ବେଳେ କଟକ, ରାଉରକେଲା ଏବଂ ପୁରୀର ଗୋଟିଏ ଲେଖାଏ ଟିମ୍‌ ରହିଛନ୍ତି। ଭୁବନେଶ୍ୱରର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ଓଡିଏମ୍‌ ପବ୍ଲିକ ସ୍କୁଲ, ଡିଏଭି ପୋଖରୀପୁଟ ସ୍କୁଲ, କଳିଙ୍ଗନଗର ସ୍କୁଲ, ଲୟଲା ସ୍କୁଲ। ସେହିପରି କଟକ ସିଡିଏର ଡିଏଭି ସ୍କୁଲ, ରାଉରକେଲାର ଡିପିଏସ୍‌, ପୁରୀର ସାଇ ସ୍କୁଲ ଗ୍ରାଣ୍ଡ୍‌ ଫିନାଲେକୁ ଟିକେଟ୍‌ ପାଇଛନ୍ତି।

ପ୍ରକାଶଯୋଗ୍ୟ, ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୩’ ଲାଗି ଶନିବାର ସକାଳ ସାଢ଼େ ୮ଟାରୁ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜୁନିୟର ବର୍ଗଙ୍କ ପରେ ସିନିୟର ବର୍ଗଙ୍କ ମଧ୍ୟରେ ପ୍ରିଲିମ୍‌ ରାଉଣ୍ଡ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri