Mettle Meet 2026: Live Updates: ଆରମ୍ଭ ହେଲା କୁଇଜ ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ୍‌’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ ହେଉଛି। ପିଲାଙ୍କ ମଧ୍ୟରେ ଚାପ ବୃଦ୍ଧି ପାଉଛି। କିଏ ଉପରକୁ ଉଠିବ? କିଏ ସବୁଠାରୁ କଠିନ ପ୍ରଶ୍ନଗୁଡ଼ିକର ସମାଧାନ କରିବ? କିଏ ୨୦୨୬ର ମେଟଲ ମିଟ୍‌ ଚାମ୍ପିୟନ ଟାଇଟଲ ଅର୍ଜନ କରିବ? ସେନେଇ ସମସ୍ତଙ୍କ ନଜର ରହିଛି।

ସେପଟେ ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ ପ୍ରିଲିମ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଚଳିତବର୍ଷ ସାରା ରାଜ୍ୟରୁ ୮୦ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରୁଛନ୍ତି। ଜୁନିୟର ଗ୍ରୁପ୍‌ରେ ୩୯ଟି ଟିମ ଥିବାବେଳେ ସିନିୟର ଗ୍ରୁପ୍‌ରେ ୪୧ଟି ଟିମ ରହିଛନ୍ତି।

ସିନିୟର ବର୍ଗର ରେଜିଷ୍ଟ୍ରେଶନ ଜାରି, ପ୍ରତିଯୋଗୀମାନେ ନିଜର ପ୍ରତିଭା ପ୍ରମାଣ କରିବାକୁ ପ୍ରସ୍ତୁତ

 

ତୀବ୍ର ବୁଦ୍ଧିର ଲଢ଼େଇ ଓ ଦ୍ରୁତ ଚିନ୍ତନ ପରେ ଜୁନିୟର ପ୍ରିଲିମ୍ସ ରାଉଣ୍ଡ ଶେଷ

 

କୁଇଜମାଷ୍ଟର ଅଜୟ ପୁନିଆ ମଞ୍ଚରେ, ଶ୍ରେଷ୍ଠ ପ୍ରତିଭାଙ୍କ ଜ୍ଞାନକୁ ପରଖିବାକୁ ପ୍ରସ୍ତୁତ…

ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ‘ମେଟଲ ମିଟ’: ଅଦ୍ୟାଶା ସତପଥୀ

 

କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ: ତଥାଗତ ସତପଥୀ

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?