‘କୁଇଜିଂକୁ ନୂଆ ଜୀବନ ଦେଇଛି ମେଟଲ ମିଟ୍‌’

ଭୁବନେଶ୍ୱର,୯।୮: ଆରମ୍ଭ ହୋଇଯାଇଛି କୁଇଜ ମହାକୁମ୍ଭ ‘ମେଟଲ ମିଟ ୨୦୨୫’। ଦୈନିକ ଇଂରାଜି ଖବର କାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜ ମହାକୁମ୍ଭ ‘ମେଟଲ ମିଟ’ର ଏହା ହେଉଛି ସପ୍ତମ ସଂସ୍କରଣ। ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି, ‘ମେଟଲ ମିଟ’ର ଏହା ହେଉଛି ସପ୍ତମ ସଂସ୍କରଣ। ରାଜ୍ୟ, ଭାରତ ବର୍ଷର ପୂର୍ବରେ ଯେତିକି କୁଇଜ୍‌ ପୋଗ୍ରାମ ଆରମ୍ଭ ହୋଇ ବନ୍ଦ ହୋଇଯାଉଥିଲା, ସେତେବେଳେ ଓଡ଼ିଶା ପୋଷ୍ଟ, ଧରିତ୍ରୀ ଆନୁକୂଲ୍ୟରେ ମେଟଲ ମିଟ୍‌ ଆରମ୍ଭ ହୋଇଛି। କୁଇଜିଂକୁ ନୂଆ ଜୀବନ ଦେଇଛି ମେଟଲ ମିଟ୍‌ । ଏହା ସହ ଇଷ୍ଟନ ଇଣ୍ଡିଆରେ ଆଜି ମେଟଲ ମିଟ୍‌ ନିଜର ନାମ ପତିପାଦିତ କରିପାରିଛି ।

ଭୁବନେଶ୍ୱରରେ ଆୟୋଜିତ ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇ ଦିନ ଧରି ଅନୁଷ୍ଠିତ ହେବ । ଆଜି ପ୍ରିଲିମ ରାଉଣ୍ଡ ଥିବା ବେଳେ ଦ୍ୱିତୀୟ ଅର୍ଥାତ୍‌ ଆସନ୍ତା କାଲି ରବିବାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ । ସକାଳ ସାଢ଼େ ୮ ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଦିନ ୧୦ ଟା ବେଳେ ଆରମ୍ଭ ହୋଇଛି ଜୁନିୟର ରାଉଣ୍ଡ । କୁଇଜ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କୁଇଜକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି । ତେବେ ଚଳିତ ବର୍ଷ ଏହି ପ୍ରତିଯୋଗିତାରେ ମୋଟ ୮୪ଟି ଶିକ୍ଷାନୁଷ୍ଟାନର ଛାତ୍ରୀ ଛାତ୍ର ଯୋଗ ଦେଇଛନ୍ତି । ଜୁନିୟର ଗୃପରେ ୩୯ଟି ଟିମ ଯୋଗ ଦେଉଥିବା ବେଳେ ସିନିୟର ରାଉଣ୍ଡରେ ୪୫ଟି ଟିମ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri