‘କୁଇଜିଂକୁ ନୂଆ ଜୀବନ ଦେଇଛି ମେଟଲ ମିଟ୍‌’

ଭୁବନେଶ୍ୱର,୯।୮: ଆରମ୍ଭ ହୋଇଯାଇଛି କୁଇଜ ମହାକୁମ୍ଭ ‘ମେଟଲ ମିଟ ୨୦୨୫’। ଦୈନିକ ଇଂରାଜି ଖବର କାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜ ମହାକୁମ୍ଭ ‘ମେଟଲ ମିଟ’ର ଏହା ହେଉଛି ସପ୍ତମ ସଂସ୍କରଣ। ଏହି ଅବସରରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି, ‘ମେଟଲ ମିଟ’ର ଏହା ହେଉଛି ସପ୍ତମ ସଂସ୍କରଣ। ରାଜ୍ୟ, ଭାରତ ବର୍ଷର ପୂର୍ବରେ ଯେତିକି କୁଇଜ୍‌ ପୋଗ୍ରାମ ଆରମ୍ଭ ହୋଇ ବନ୍ଦ ହୋଇଯାଉଥିଲା, ସେତେବେଳେ ଓଡ଼ିଶା ପୋଷ୍ଟ, ଧରିତ୍ରୀ ଆନୁକୂଲ୍ୟରେ ମେଟଲ ମିଟ୍‌ ଆରମ୍ଭ ହୋଇଛି। କୁଇଜିଂକୁ ନୂଆ ଜୀବନ ଦେଇଛି ମେଟଲ ମିଟ୍‌ । ଏହା ସହ ଇଷ୍ଟନ ଇଣ୍ଡିଆରେ ଆଜି ମେଟଲ ମିଟ୍‌ ନିଜର ନାମ ପତିପାଦିତ କରିପାରିଛି ।

ଭୁବନେଶ୍ୱରରେ ଆୟୋଜିତ ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇ ଦିନ ଧରି ଅନୁଷ୍ଠିତ ହେବ । ଆଜି ପ୍ରିଲିମ ରାଉଣ୍ଡ ଥିବା ବେଳେ ଦ୍ୱିତୀୟ ଅର୍ଥାତ୍‌ ଆସନ୍ତା କାଲି ରବିବାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ । ସକାଳ ସାଢ଼େ ୮ ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଦିନ ୧୦ ଟା ବେଳେ ଆରମ୍ଭ ହୋଇଛି ଜୁନିୟର ରାଉଣ୍ଡ । କୁଇଜ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କୁଇଜକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି । ତେବେ ଚଳିତ ବର୍ଷ ଏହି ପ୍ରତିଯୋଗିତାରେ ମୋଟ ୮୪ଟି ଶିକ୍ଷାନୁଷ୍ଟାନର ଛାତ୍ରୀ ଛାତ୍ର ଯୋଗ ଦେଇଛନ୍ତି । ଜୁନିୟର ଗୃପରେ ୩୯ଟି ଟିମ ଯୋଗ ଦେଉଥିବା ବେଳେ ସିନିୟର ରାଉଣ୍ଡରେ ୪୫ଟି ଟିମ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?