ପୁଣି ଥରିଲା ମେକ୍ସିକୋ

ମେକ୍ସିକୋ,୨୨।୯: ୨-୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମେକ୍ସିକୋରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୮ ରହିଥିଲା। ଏଥିରେ କ୍ଷୟକ୍ଷତିର ଆକଳନ କରାଯାଇ ନାହିଁ। ଦୁଇ ଦିନ ପୂର୍ବେ ମେକ୍ସିକୋରେ ଭୟଙ୍କର ଭୂକମ୍ପ ସୃଷ୍ଟି ହୋଇଥିଲା। ଏହାର ତୀବ୍ରତା ୭.୬ ଥିଲା। ଏହି ଭୂକମ୍ପରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦଶ ଜଣ ଆହତ ହୋଇଛନ୍ତି। ଏଥିରେ ପ୍ରାୟ ଦୁଇଶହ କୋଠା ନଷ୍ଟ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଭଳି ଅନ୍ଧାରରେ ବୁଡି ଯାଇପାରେ କାବୁଲ

କାବୁଲ,୫ ।୧୦: ତାଲିବାନ ଆଫଗାନିସ୍ତାନକୁ ନିଜ କବଳକୁ ନେଇ ଯାଇଛି ସତ । ହେଲେ ଏବେ ବେଳକୁ ବେଳ ତାଲିବାନ ଆଗରେ ନୂଆ ନୂଆ ସମସ୍ୟା...

ରୁଷିଆର ତୈଳ ଡିପୋ ଜଳିଗଲା

ମସ୍କୋ, ୨୬ା୪: ୟୁକ୍ରେନ୍‌ ସୀମା ନିକଟ ରୁଷୀୟ ସହର ବ୍ରିୟାନ୍‌ସ୍କରେ ଥିବା ଏକ ତୈଳ ଡିପୋ ସୋମବାର ଜଳିଯାଇଛି। ନିଆଁ ଲାଗିବାର କାରଣ ଜଣାପଡି ନ...

ଟ୍ରମ୍ପ୍‌ଙ୍କ ଆଦେଶ: ସୋମାଲିଆରୁ ସ୍ବଦେଶ ଫେରିବେ ଆମେରିକା ସୈନ୍ୟ

ଓ୍ବାଶିଂଟନ, ୫।୧୨: ସୋମାଲିଆରେ ଆତଙ୍କବାଦୀ ସଂଗଠନ ବିରୋଧରେ ଲଢ଼େଇ ଜାରି ରଖିଥିବା ଆମେରିକାର ୭୦୦ ସୈନ୍ୟ ସ୍ବଦେଶ ଫେରିବେ। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କ ପକ୍ଷରୁ...

ଆଫଗାନ୍‌ ମହିଳା କେତେ ସ୍ବାଧୀନ

କାବୁଲ,୧୭ା୮: ବର୍ଷକ ତଳେ ଆଫଗାନିସ୍ତାନର ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିଥିଲା। ତାଲିବାନୀ ଫାଇଟର୍ସ ପ୍ରେସିଡେନ୍ସିଆଲ ପ୍ୟାଲେସ୍‌କୁ କବ୍‌ଜା କରିବା ପୂର୍ବରୁ ତତ୍କାଳୀନ...

ଛୋଟ ସହର ଦଖଲ କରୁଛି ରୁଷିଆ

  କିଭ୍‌, ୨୯ା୫: ପୂର୍ବ ୟୁକ୍ରେନ୍‌ରେ ଆକ୍ରମଣ ତୀବ୍ର କରିଥିବା ରୁଷିଆ ଏବେ ରଣନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଥିବା ଛୋଟ ଛୋଟ ସହର ଦଖଲ ଉଦ୍ୟମ...

ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍‌ରେ ନାହାନ୍ତି ମୋଦି: ଟ୍ରମ୍ପ୍‌

ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ...

ଶାସନରେ ମହାରାଣୀଙ୍କ ରେକର୍ଡ

ଇଂଲଣ୍ଡ,୧୩।୬: ଦୀର୍ଘଦିନ ଧରି ଶାସନ କରିଥିବା ଶାସକଙ୍କ ସୂଚୀର ଦ୍ୱିତୀୟ ସ୍ଥାନରେ ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରହିଛନ୍ତି। ଥାଇଲାଣ୍ଡ ରାଜା ଭୂମିବୋଲ ଅଦୁଲ୍ୟାଦେଜ୍‌ଙ୍କୁ ପଛରେ...

‘ମୋତେ ବାହା ହେବ’ ଏମିତି ଲେଖା ଥାଇ ଉଡୁଥିଲା ବିମାନ, ହଠାତ୍‌ ଇଞ୍ଜିନ ହେଲା ଖରାପ; ଆଉ ତା’ ପରେ…

ଓଟଓ୍ବା,୬ା୧୦: କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ପାଇଲଟ୍‌ ମଧ୍ୟ ଆହତ ହୋଇଛନ୍ତି। ଏହି ବିମାନ ଏକ ବ୍ୟାନର...

Advertisement
Archives

Model This Week