ପ୍ରତିଶ୍ରୁତି ପରେ ହଟିଲା ଏମ୍‌ଜିଏନ୍‌ଇଆର୍‌ଇଜିଏସ୍‌ ହିତାଧିକାରୀଙ୍କ ଆମରଣ ଅନଶନ

ଦାରିଙ୍ଗବାଡି,୫।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଏମ୍‌ଜିଏନ୍‌ଇଆର୍‌ଇଜିଏସ୍‌ ହିତାଧିକାରୀ ଆମରଣ ଅନଶନରେ ବସିଥିଲେ। ପରେ ଦାରିଙ୍ଗବାଡିରେ ନୁତନଭାବେ କାର୍ଯ୍ୟରେ ଯୋଗଦେଇଥିବା ବିଡିଓ ଗଦାଧର ପାତ୍ର ଆନ୍ଦୋଳନକାରୀଙ୍କ ନିକଟରେ ପହଞ୍ଚି ବୁଝାଶୁଝା କରିବା ସହ ଆସନ୍ତା ୧୫ଦିନ ମଧ୍ୟରେ ତାଙ୍କର ସମସ୍ତ ପ୍ରାପ୍ୟ ପ୍ରଦାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।
ସୂଚନାଯୋଗ୍ୟ, ଉକ୍ତ ଯୋଜନାରେ କାର୍ଯ୍ୟକରି ପ୍ରାପ୍ୟ ନ ପାଇ ଶେଷରେ ଆମରଣ ଅନଶନ ପନ୍ଥା ବାଛିଥିଲେ ହିତାଧିକାରୀ। ବାରମ୍ବାର ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲା ପ୍ରଶାସନଙ୍କୁ ଜଣଇଲେ ସୁଦ୍ଧା କେହି ନ ଶୁଣିବାରୁ ଏବେ ହିତାଧିକାରୀ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗାନ୍ଧୀଙ୍କ ଫଟୋ ରଖି ଧାରଣାରେ ବସିଥିଲେ। କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କୁ କେବଳ ଶ୍ରମିକଙ୍କ ମଜୁରୀ ବାବଦକୁ ପ୍ରାପ୍ୟ ଦିଆଯାଇଥିବା ବେଳେ ସିମେମ୍ଟ କଂକ୍ରିଟ ପାଇଁ ପଥର, ମେଟାଲ,ବାଲି, ସିମେଣ୍ଟ, ଲୁହାଛଡ ବାବଦକୁ ଖର୍ଚ୍ଚର ପ୍ରାପ୍ୟ ହିତାଧିକାରୀଙ୍କୁ ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri