ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣା: ୧୦ ଅଧିକାରୀ, ୩ ସରପଞ୍ଚଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ ଅଧିକାରୀ ଓ ୩ ସରପଞ୍ଚଙ୍କ ନାମରେ ମାମଲା ରୁଜୁ ପାଇଁ ଜିଲାପାଳ ବିନୀତ ଭରଦ୍ୱାଜ ନିର୍ଦ୍ଦେଶ ଦେଇଛନ୍ତି। ଚିଠି ନଂ. ୬୦୦୯/୧୭ା୬ା୨୦୨୦ରେ ସ୍ଥାନୀୟ ବିଡିଓଙ୍କୁ ଏତଲା ଦେବା ପାଇଁ ଜିଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ରାସ୍ତା କାମ ନ କରି ଅର୍ଥ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ପିଡି ଡିଆର୍‌ଡିଏଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ରିପୋର୍ଟ ମିଳିବା ପରେ ଜିଲାପାଳ ଭରଦ୍ୱାଜ ବରେହିପାଣି ପଞ୍ଚାୟତ ସରପଞ୍ଚ ଜୁଝେର ବାଙ୍ଗସିଂ, ଗୁଡ଼ୁଗୁଡ଼ିଆ ସରପଞ୍ଚ ମାଲାରାମ ହୋ ଏବଂ ଧଳବଣୀ ସରପଞ୍ଚ ସବିତା ନାଏକଙ୍କ ସମେତ ଯଶିପୁର ବ୍ଲକ ଏସିପି(ଆସିଷ୍ଟାଣ୍ଟ କମ୍ପ୍ୟୁଟର ପ୍ରୋଗ୍ରାମର) ଜିତେନ୍ଦ୍ର ମହାନ୍ତ, କନିଷ୍ଠ ଯନ୍ତ୍ରୀ ଦିବ୍ୟଲୋଚନ ନାଏକ, ବରେହିପାଣି ପଞ୍ଚାୟତର ପୂର୍ବତନ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ବେଣୁଧର ନାୟକ, ଗୁଡ଼ୁଗୁଡ଼ିଆ ପଞ୍ଚାୟତ ପିଇଓ ସନ୍ତୋଷ କୁମାର ଦାଶ, ଧଳବଣି ପଞ୍ଚାୟତ ପିଇଓ ମଙ୍ଗିଲାଲ ହୋ, ବରେହିପାଣି ଜିଆର୍‌ଏସ୍‌ ରବୀନ୍ଦ୍ର ନାଥ ଚାକି, ଧଳବଣି ଜିଆର୍‌ଏସ୍‌ ଦେବାଶିଷ ମାରାଣ୍ଡି, ଗୁଡ଼ୁଗୁଡିଆ ଜିଆର୍‌ଏସ୍‌ ସଞ୍ଜୀବ କୁମାର ଡରାଇ, ବ୍ଲକ ଏମ୍‌ଜିଏନ୍‌ଆର୍‌ଇଜିଏସ ଆସିଷ୍ଟାଣ୍ଟ ଗୁରୁଚରଣ ଦାସ ଏବଂ ଶଶୀଭୂଷଣ ନାୟକଙ୍କ ନାମରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?