Posted inଜାତୀୟ

ହନୁମାନ ଜୟନ୍ତୀରେ ପ୍ରସ୍ତୁତ ରହିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୫।୪: ହନୁମାନ ଜୟନ୍ତୀ ପ୍ରସ୍ତୁତିକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି। ସମସ୍ତ ରାଜ୍ୟ ସରକାରଙ୍କୁ ଆଇନ ଶୃଙ୍ଖଳା, ପର୍ବର ଶାନ୍ତିପୂର୍ଣ୍ଣ ପାଳନ କରିବା ସହ ସମାଜରେ ସାମ୍ପ୍ରଦାୟିକ ସଦ୍‌ଭାବନାକୁ ଯେପରି କ୍ଷୁର୍ଣ୍ଣ ନ କରାଯାଏ ତାହା ଉପରେ ନଜର ରଖିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଏପ୍ରିଲ ୬ରେ ହନୁମାନ ଜୟନ୍ତୀ ପାଳନ କରାଯିବ।

ରାମ ନବମୀ ଅବସରରେ ବିହାର ଏବଂ ପଶ୍ଚିମବଙ୍ଗର ଅନେକ ଜିଲାରେ ହିଂସାକାଣ୍ଡ ଣ୍‌ହୋଇଥିବାରୁ କେନ୍ଦ୍ର ସରକାର ଆଲର୍ଟ ମାଡରେ ଅଛନ୍ତି। ସେଥିପାଇଁ ହନୁମାନ ଜୟନ୍ତୀରେ ସମସ୍ତ ରାଜ୍ୟକୁ କଡା ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ମାନଚିତ୍ରରେ ଅରୁଣାଚଳପ୍ରଦେଶ

ନୂଆଦିଲ୍ଲୀ,୨୨ା୪(ଆଇଏଏନ୍‌ଏସ୍‌): ଚାଇନା ଏହାର ଅନ୍ତର୍ଜାତୀୟ ସୀମା ମଧ୍ୟରେ ଅରୁଣାଚଳପ୍ରଦେଶର କେତେକ ଅଞ୍ଚଳକୁ ଅନ୍ତର୍ଭୁକ୍ତ କରିଛି। ସ୍କାଏ ମ୍ୟାପ୍‌ ପକ୍ଷରୁ ଜାରି ଚାଇନା ମାନଚିତ୍ରର ସଂଶୋଧିତ ସଂସ୍କରଣରେ...

ମହାଯାତ୍ରା ଆରମ୍ଭ…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ଅନ୍ତିମ ସଂସ୍କାର ପାଇଁ ମହାଯାତ୍ରା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ରଖାଯାଇ...

ଦୃଢ଼ ରାଜନୈତିକ ଇଛାଶକ୍ତି ମାଧ୍ୟମରେ ପ୍ରଭାବଶାଳୀ ଢଙ୍ଗରେ କରାଯାଇ ପାରିବ ବାୟୁସେନାର ଉପଯୋଗ…

ନୂଆଦିଲ୍ଲୀ,୧୮।୪ : ଭାରତୀୟ ବାୟୁସେନା ମୁଖ୍ୟ ମାର୍ଶଲ ଭି.ଆର ଚୌଧୁରୀ ୨୦୧୯ରେ ପାକିସ୍ତାନର ବାଲାକୋଟରେ କରାଯାଇଥିବା ଅପରେଶନ ନେଇ ଭାରତୀୟ ବାୟୁସେନାର ଶକ୍ତି ସମ୍ପର୍କରେ ସୂଚନା...

ଅକ୍ସିଜେନ ଅଭାବ ନୋଟିସ ଜାରି କରିବାରୁ ହସ୍ପିଟାଲ ବିରୋଧରେ ମାମଲା

ଲକ୍ଷ୍ନୌ, ୬ା୫ : ରାଜ୍ୟରେ ଅକ୍ସିଜେନ ଅଭାବ ଥିବା ମାନିବାକୁ ନାରାଜ ଯୋଗୀ ଆଦିତ୍ୟନାଥଙ୍କ ସରକାର। ଲକ୍ଷ୍ନୌର ଏକ ହସ୍ପିଟାଲରେ ଅକ୍ସିଜେନ ଅଭାବ ନେଇ ନୋଟିସ...

ବିବାଦୀୟ ମନ୍ତବ୍ୟରୁ ଓହରିଲେ ରାମଦେବ

ନୂଆଦିଲ୍ଲୀ,୨୩।୫: ଯୋଗଗୁରୁ ବାବା ରାମଦେବ ଏଲୋପାଥି ଚିକିତ୍ସାକୁ ନେଇ ଶନିବାର ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଦୁର୍ଭାଗ୍ୟ ଜନକ କହିବା...

ସୀତାପୁରରେ ପହଞ୍ଚିଲେ ରାହୁଲ

ଲକ୍ଷ୍ନୌ,୬।୧୦: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ବୁଧବାର ସନ୍ଧ୍ୟାରେ...

ପଛଘୁଞ୍ଚା ନାହିଁ କୃଷକ ଜାତକେ

ନୂଆଦିଲ୍ଲୀ,୨ା୧୨: ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ଓ ଜାତୀୟ ରାଜଧାନୀ ସୀମାରେ ଆନ୍ଦୋଳନ କରୁଥିବା ଚାଷୀମାନେ ପଛଘୁଞ୍ଚା ଦେବେ ନାହିଁ। କେନ୍ଦ୍ର କୃଷିମନ୍ତ୍ରୀ...

୨ ଲକ୍ଷ ମୁହାଁ କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ...

Advertisement
Archives

Model This Week