Posted inଜାତୀୟ

କାଉଡିଆ ଯାତ୍ରାକୁ ନେଇ ଗୃହ ମନ୍ତ୍ରାଳୟର ପ୍ରସ୍ତୁତି

ନୂଆଦିଲ୍ଲୀ,୧୫।୭: କାଉଡିଆ ଯାତ୍ରାକୁ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ତେବେ ଯାତ୍ରୀଙ୍କ ସୁରକ୍ଷା ବଢାଇବାକୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ସମେତ ଅନ୍ୟ ରାଜ୍ୟଗୁଡ଼ିକୁ ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି। ଏହାସହ ଯାତ୍ରୀଙ୍କର କୌଣସି ଅସୁବିଧା ନ ହେବ ସେଥିପାଇଁ ଟ୍ରେନରେ ମଧ୍ୟ ସୁରକ୍ଷାକୁ କଡାକଡି କରିବାକୁ ରେଳ ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଯାତ୍ରା ସମୟରେ କୌଣସି ବିପଦର ସାମ୍ନା ନ କରିବାକୁ ବହୁ ସଂଖ୍ୟକ ପୋଲିସ କର୍ମଚାରୀ ନିୟୋଜିତ ହେବା ପାଇଁ କୁହାଯାଇଛି।
କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେଲା ବନ୍ଦ ରହିଥିଲା ଏହି ଯାତ୍ରା। ଜୁଲାଇ ୧୫ରୁ ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ ଏହି ଯାତ୍ରା ମଧ୍‌ୟ ଆରମ୍ଭ ହୋଇଯାଇଛି। ସାରା ଦେଶରେ ଶିବ ଭକ୍ତମାନେ ବୋଲବମ ନେଇ ବିଭିନ୍ନ ଶୈବପୀଠକୁ ଯାତ୍ରା ଆରମ୍ଭ କଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri