Posted inରାଜ୍ୟ

ଉଠିଲା ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୧୧।୩ : ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଛି ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ରାତି ୯.୩୩ରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର ପରିସର। କୋଭିଡ କଟକଣାକୁ ମାନି ଶ୍ରଦ୍ଧାଳୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ। ଭିଡକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri