Posted inଜାତୀୟ

ଏମ୍‌ସିଡି ଉପନିର୍ବାଚନ ଫଳାଫଳ: ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ନଗର ନିଗମ ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମୋଟ ୫ଟି ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି ୪ରେ ବିଜୟୀ ହୋଇଥିବାବେଳେ କଂଗ୍ରେସକୁ ଗୋଟିଏ ଆସନ ମିଳିଛି। ଅପରପକ୍ଷରେ ଭାଜପା ଖାତା ଖୋଲିବାକୁ ସକ୍ଷମ ହୋଇ ପାରି ନାହିଁ। ତ୍ରିଲୋକପୁରୀ, କଲ୍ୟାଣପୁରୀ, ରୋହିଣୀ ଏବଂ ଶାଲିମାର୍‌ ବାଗ୍‌ରେ ଆମ୍‌ ଆଦ୍‌ମୀ ପାର୍ଟି ସଫଳ ହୋଇଛି। ଅପରପକ୍ଷରେ ଇଷ୍ଟ ଚୌହ୍ବାନ ବାଙ୍ଗରରେ କଂଗ୍ରେସ ବିଜୟୀ ହୋଇଛି। ଦିଲ୍ଲୀ ନଗର ନିଗମ ଭାଜପା କବ୍‌ଜାରେ ରହିଛି। ତେଣୁ ୨୦୨୨ ନଗର ନିଗମ ନିର୍ବାଚନ ପୂର୍ବରୁ ଉପନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ବେଶ୍‌ ଗୁରୁତ୍ୱ ବହନ କରୁଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଉପନିର୍ବାଚନ ଫଳାଫଳ ଯୋଗୁ ଭାଜପାକୁ ଝଟ୍‌କା ଲାଗିଛି। ଅପରପକ୍ଷରେ ଆମ୍‌ ଆଦ୍‌ମୀ ପାର୍ଟି କର୍ମକର୍ତ୍ତାଙ୍କ ଉତ୍ସାହ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?