Posted inଖେଳ

ଓ୍ବାଙ୍ଖେଡେରେ ଏମଆଇ-କେକେଆର ଲଢ଼େଇ…

ମୁମ୍ବାଇ,୧୬।୪ : ଆଇପିଏଲ ୨୦୨୩ରେ ରବିବାର ଦୁଇଟି ମ୍ୟାଚ ଖେଳାଯିବ। ପ୍ରଥମ ତଥା ଆଇପିଏଲର ୨୨ ତମ ମ୍ୟାଚ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଦୁଇଥର ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମଧ୍ୟରେ ଅପରାହ୍ନ ସାଢ଼େ ୩ଟାରେ ଖେଳାଯିବ। ଦିଲ୍ଲୀର ଶେଷ ମ୍ୟାଚ ଜିତିବା ପରେ ମୁମ୍ବାଇ ଦଳ ଏଠାରେ ପହଞ୍ଚିଥିବାବେଳେ ଶେଷ ମ୍ୟାଚରେ କୋଲକାତାକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। କେକେଆର୍‌ ଚଳିତ ସିଜନରେ ଏପର୍ଯ୍ୟନ୍ତ ଚାରିଟି ମ୍ୟାଚ ଖେଳି ଦୁଇଟି ଜିତିଥିବା ବେଳେ ଦୁଇଟି ହାରିଛି। ଏଥି ସହିତ ମୁମ୍ବାଇ ତିନୋଟି ମ୍ୟାଚ ଖେଳି ଗୋଟିଏ ଜିତି ଦୁଇଟି ମ୍ୟାଚ ହାରିଛି।

ମୁମ୍ବାଇ ଇଣ୍ଡିଆନ୍ସ ର ପ୍ଲେଇଙ୍ଗ ୧୧ରେ ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ (ଓ୍ବିକେଟକିପର), ସୂର୍ଯ୍ୟକୁମାର ଯାଦବ, ତିଲକ ଭର୍ମା, କାମେରନ ଗ୍ରୀନ, ନେହଲ ୱାଡେରା, କୁମାର କାର୍ତ୍ତିକେୟ, ରେଲି ମେରେଡିଥ / ଜୋଫ୍ରା ଆର୍ଚର, ଅର୍ଶଦ ଖାନ, ପୀୟୁଷ ଚାୱଲା, ଜେସନ ବେହେରେଣ୍ଡର୍ଫ ପ୍ରମୁଖ ଅଛନ୍ତି।

ସେହିପରି କୋଲକାତା ନାଇଟ ରାଇଡର୍ସର ପ୍ଲେଇଙ୍ଗ ୧୧ରେ ଜାସନ ରୟ, ଏନ ଜଗଦିଶନ (ଓ୍ବିକେଟକିପର), ନୀତୀଶ ରାଣା (ଅଧିନାୟକ), ରିଙ୍କୁ ସିଂ, ଆଣ୍ଡ୍ରେ ରସେଲ, ସୁନୀଲ ନାରିନ, ଶାର୍ଦ୍ଦୁଲ ଠାକୁର, ଉମେଶ ଯାଦବ, ସୁୟାଶ ଶର୍ମା, ଲକି ଫର୍ଗୁସନ / ଟିମ ସାଉଥୀ, ବରୁଣ ଚକ୍ରବର୍ତ୍ତୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri