୨୩ ରନ୍‌ରେ ଏମ୍‌ଆଇ ପରାଜିତ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ରନ୍‌ରେ ପରାଜିତ ହୋଇଛି। ଏମ୍‌ଆଇ ୮ ଓ୍ବିକେଟ ହରାଇ ନିର୍ଦ୍ଧାରିତ ୨୦ ଓଭରରେ ୧୭୦ ରନ୍‌ କରିବାକୁ ସକ୍ଷମ ହୋଇଛି। ଏମ୍‌ଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ୍‌ଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଥିଲା।

ଜୋସ୍‌ ବଟଲରଙ୍କ ବିସ୍ଫୋରକ ବ୍ୟାଟିଂରେ ଆର୍‌ଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୯୩ ରନ୍‌ କରିଛି। ଏମ୍‌ଆଇ୍‌ ପାଇଁ ରନ୍‌ର ବିଜୟ ଲକ୍ଷ୍ୟ ୧୯୪ ରନ୍‌ ରହିଥିଲା। ସଞ୍ଜୁ ୨୧ ବଲ ଖେଳି ୩୦ ରନ୍‌ କରିଥିବାବେଳେ ବଟଲର ୬୮ ବଲ ଖେଳି ୧୦୦ ରନ୍‌ କରିଥିଲେ। ସେହିପରି ଶିମରୋନ ହେଟମେୟର ୧୪ ବଲ୍‌ ଖେଳି ୩୫ ରନ୍‌ ସଂଗ୍ରହ କରିଥିଲେ।

ସେହିପରି ଏମ୍‌ଆଇ ପକ୍ଷରୁ ଇଶାନ କ୍ରିଷ୍ଣନ୍‌ ୪୩ ବଲ୍‌ରୁ ୫୪ ରନ୍‌, ତିଲକ ବର୍ମା ୩୩ ବଲ୍‌ରୁ ୬୧ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେଦରଲାଣ୍ଡ୍ସକୁ ୧୮୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ସିଡନୀ,୨୭।୧୦: ଟି-୨୦ ବିଶ୍ୱକପରେ ଦ୍ୱିତୀୟ ମ୍ୟାଚରେ ନେଦରଲାଣ୍ଡ୍ସ ବିପକ୍ଷରେ ଜିତିବା ପାଇଁ ଟିମ ଇଣ୍ଡିଆ ୧୮୦ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ବ୍ୟତୀତ...

ବିସିସିଆଇ-ଅଲ୍‌ ଇଣ୍ଡିଆ ରେଡିଓ ଦୁଇ ବର୍ଷିଆ ଚୁକ୍ତି: ଖେଳର ରେଡିଓ କମେଣ୍ଟ୍ରି ଶୁଣିପାରିବେ ଶ୍ରୋତା

ନୂଆଦିଲ୍ଲୀ, ୧୦ା୯ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ଅଲ୍‌ ଇଣ୍ଡିଆ ରେଡିଓ (ଏଆଇଆର) ମଧ୍ୟରେ ଏକ ଦୁଇ ବର୍ଷିଆ ଚୁକ୍ତି ସ୍ବାକ୍ଷରିତ ହୋଇଛି।...

ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ରହିଲା ଅଧୁରା

କେପ୍‌ ଟାଉନ୍‌,୧୪।୧: ସ୍ଥାନୀୟ ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଉଇକେଟରେ ପରାସ୍ତ କରିଛି । ଫଳରେ...

ପୁଣି ହୃଦୟ ଜିତିଲେ ଧୋନୀ

ରାଞ୍ଚି,୨୦।୧୦: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକମାନେ ସାରା ବିଶ୍ୱରେ ଅଛନ୍ତି। ତାଙ୍କ ଝଲକ ଟିକେ ପାଇବାକୁ ପ୍ରଶଂସକ ସର୍ବଦା ଆଗ୍ରହୀ ଥାନ୍ତି।...

ଭଦ୍ରକରେ ଓସିଏ ସ୍ପିନର ଟ୍ୟାଲେଣ୍ଟ ହଣ୍ଟ କ୍ୟାମ୍ପ

ଭୁବନେଶ୍ୱର, ୭।୫ (ସ୍ପୋଟର୍‌ସ ବ୍ୟୁରୋ): ଭଦ୍ରକ ରେଲଓ୍ବେ ଷ୍ଟାଡିୟମରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ସ୍ପିନର ଟ୍ୟାଲେଣ୍ଟ ହଣ୍ଟ କ୍ୟାମ୍ପ ଶନିବାର ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡ଼ା,...

ସଚିନଙ୍କ ‘ହ୍ୟାଲୋ’ ଶୁଣି ଏହି ଖେଳାଳିଙ୍କୁ ହାତରୁ ଖସିପଡିଥିଲା ଖାଦ୍ୟ ଥାଳି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ବିଶ୍ୱର ଜଣେ ମହାନ ବ୍ୟାଟ୍ସମ୍ୟାନ୍‌ ଭାବେ ଜଣାଶୁଣା। ଜଣେ ମହାନ କ୍ରିକେଟର୍‌ ହୋଇଥିବାରୁ ଯୁବ କ୍ରିକେଟରମାନେ ତାଙ୍କୁ ଭେଟିବାକୁ ମଧ୍ୟ ଡରନ୍ତି।...

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ସେରେନା, ଓସାକାଙ୍କ ବିପର୍ଯ୍ୟୟ

ମେଲବୋର୍ନ,୨୫।୧ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଶୁକ୍ରବାର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଏକାଧିକ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଅଭିଜ୍ଞ...

ପୂର୍ବତନ ବିଶ୍ୱ ସ୍କେଟିଂ ଚାମ୍ପିୟନଙ୍କ ଅକାଳ ମୃତ୍ୟୁ

ସିଡ୍‌ନୀ, ୧୯ା୭ (ଏପି)- ପୂର୍ବତନ ବିଶ୍ୱ ଜୁନିୟର ପେୟାର ଫିଗର ସ୍କେଟିଂ ଚାମ୍ପିୟନ ଇକାଟରିନା ଆଲେଜାଣ୍ଡ୍ରୋଭସ୍କାୟାଙ୍କର ମସ୍କୋର ମୃତ୍ୟୁ ଘଟିଛି। ଅଷ୍ଟ୍ରେଲିଆ ଅଲିମ୍ପିକ କମିଟି ପକ୍ଷରୁ...

Advertisement
Archives

Model This Week