Posted inଖେଳ

ଏବେ ବି କ୍ୱାଲିଫାଏ କରିପାରେ ମୁମ୍ବାଇ

ଶାରଜା, ୮।୧୦: ଚଳିତ ଆଇପିଏଲ୍‌ ସିଜନରେ ଡିଫେଣ୍ଡିଂ ଚାମ୍ପିୟନ ତଥା ୫ ଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ ଦଳର ପ୍ଲେ-ଅପ୍‌ ଆଶା ପ୍ରାୟତଃ ଶେଷ ହୋଇଯାଇଛି। କିନ୍ତୁ ଦଳ ଏବେ ବି ପ୍ଲେ-ଅପ୍‌କୁ କ୍ୱାଲିଫାଏ କରିପାରେ।

ଗୁରୁବାର ରାଜସ୍ଥାନ ରୟାଲ୍ସକୁ ୮୬ ରନ୍‌ରେ ହରାଇଥିବା କୋଲକାତା ନାଇଟ୍‌ ରାଇଡର୍ସ ପାଖରେ ଏବେ ୧୪ ପଏଣ୍ଟ ଅଛି। ତା’ଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ଦଳର ନେଟ୍‌ ରନରେଟ୍‌ ୦.୫୮୭ରେ ପହଞ୍ଚିଛି। ପଏଣ୍ଟର ସମ୍ମକକ୍ଷ ହେବା ମୁମ୍ବାଇ ପାଇଁ କଷ୍ଟକର କଥା ନୁହେଁ। କିନ୍ତୁ କେକେଆରର ନେଟ୍‌ ରନରେଟ୍‌କୁ ପଛରେ ପକାଇବା ଲାଗି ମୁମ୍ବାଇକୁ ୧୭୦ରୁ ଅଧିକ ରନ୍‌ର ବ୍ୟବଧାନରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ହରାଇବାକୁ ପଡ଼ିବ। ମୁମ୍ବାଇ ଯଦି ପ୍ରଥମେ ବ୍ୟାଟିଂ କରେ, ତାହା ହେଲେ ଏହା ସମ୍ଭବ। ନ ହେଲେ ମ୍ୟାଚ୍‌ର ଫଳାଫଳ ପ୍ଲେ-ଅପ୍‌ ଲାଇନଅପ୍‌କୁ ବିଗାଡ଼ି ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri