Posted inଖେଳ

ଓ୍ବାଙ୍ଖଡେରେ ଏମଆଇ ସିଏସକେ ମୁହାଁମୁହିଁ…

ମୁମ୍ବାଇ,୮।୪ : ଆଇପିଏଲ ସିରିଜ ୧୬ର ୧୨ ତମ ମ୍ୟାଚ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟା ଖେଳାଯିବ। ଆଇପିଏଲ ୨୦୨୩ର ଏହି ମ୍ୟାଚ ରେ ପାଞ୍ଚ ଥର ଚମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଚାରିଥର ଚମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିବ।

ପରିସଂଖ୍ୟାନ ବିଷୟରେ କହିବାକୁ ଗଲେ ଉଭୟ ଦଳ ଏପର୍ଯ୍ୟନ୍ତ ୩୪ ଥର ମୁହାଁମୁହିଁ ହୋଇଛନ୍ତି। ସେଥିମଧ୍ୟରୁ ୨୦ ଟି ମ୍ୟାଚ ମୁମ୍ବାଇ ଏବଂ ୧୪ ଟି ମ୍ୟାଚ ଚେନ୍ନାଇ ଜିତିଛି। ଏଥି ସହିତ ମୁମ୍ବାଇର ଓ୍ବାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ୧୦ ଥର ମୁହାଁମୁହିଁ ହୋଇଛନ୍ତି। ସେଥିରୁ ସାତୋଟି ମ୍ୟାଚ ମୁମ୍ବାଇ ଏବଂ ତିନୋଟି ମ୍ୟାଚ ଚେନ୍ନାଇ ଜିତିଛି। ଦୁଇ ଦଳ ମଧ୍ୟରେ ଶେଷ ପାଞ୍ଚଟି ମ୍ୟାଚ ବିଷୟରେ କହିବାକୁ ଗଲେ ମୁମ୍ବାଇ ତିନୋଟି ଏବଂ ସିଏସକେ ଦୁଇଟି ଜିତିଛି।

ଚେନ୍ନାଇ ସୁପର କିଙ୍ଗ୍ସର ପ୍ଲେଇଙ୍ଗ ୧୧ରେ ଡିଭନ କନୱେ, ରିତୁରାଜ ଗାଇକୱାଡ, ମୋଇନ ଅଲି, ବେନ ଷ୍ଟୋକ୍ସ, ଅମ୍ବାତି ରାୟୁଡୁ, ରବିନ୍ଦ୍ର ଜାଡେଜା, ଏମଏସ ଧୋନି (ଅଧିନାୟକ/ଓ୍ବିକେଟ କିପର), ଶିବମ ଦୁବେ, ମିଚେଲ ସାଣ୍ଟନର୍‌ / ସିସାଣ୍ଡ ମାଗାଲା, ଦୀପକ ଚହର, ରାଜଭାରଡ ହଙ୍ଗରଗେକର ଅଛନ୍ତି।

ମୁମ୍ବାଇ ଇଣ୍ଡିଆନ୍ସର ପ୍ଲେଇଙ୍ଗ ୧୧ରେ ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ସୂର୍ଯ୍ୟକୁମାର ଯାଦବ, କ୍ୟାମେରନ ଗ୍ରୀନ / ଟ୍ରିଆଷ୍ଟ ଷ୍ଟବ୍ସ, ତିଲକ ବର୍ମା, ଟିମ ଡେଭିଡ, ନେହଲ ୱାଡେରା, ହ୍ରିତିକ ଶୋକିନ, ପୀୟୁଷ ଚାୱଲା, ଜୋଫ୍ରା ଆର୍ଚର, ଅର୍ଶଦ ଖାନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri