Posted inଖେଳ

ଚେନ୍ନାଇ ବିପକ୍ଷ ମ୍ୟାଚ ପୂର୍ବରୁ ମୁମ୍ବାଇକୁ ବଡ଼ ଝଟକା

ମୁମ୍ବାଇ,୮।୪: ଆଇପିଏଲ ସିରିଜ ୧୬ରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ମୁମ୍ବାଇର ଓ୍ବାଖେଣ୍ଡେ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର ଆସିଛି। ମୁମ୍ବାଇର ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଏହି ମ୍ୟାଚରୁ ବାଦ୍‌ ପଡିପାରନ୍ତି। ଏନେଇ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ସୁବ୍ରମଣ୍ୟମ ବଦ୍ରିନାଥ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଥିବା ଜଣାପଡିଛି।

ସେ କହିଛନ୍ତି , ମୁମ୍ବାଇ ଦଳର ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କ କୋହୁଣୀରେ ଆଘାତ ଯୋଗୁ ଚେନ୍ନାଇ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚରୁ ବାଦ୍‌ ପଡିବେ। ତେବେ ଏ ପର୍ଯ୍ୟନ୍ତ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଆନୁଷ୍ଠାନିକ ଭାବେ କିଛି ସ୍ପଷ୍ଟ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri