Posted inଖେଳ

ପ୍ରଥମ ମ୍ୟାଚ ପରାଜୟ ପରେ ବିଜୟ ଲକ୍ଷ୍ୟରେ ରୋହିତ

ମୁମ୍ବାଇ,୮।୪: ଆଇପିଏଲ ସିରିଜ ୧୬ରେ ଶନିବାର ୨ଟି ରୋମାଞ୍ଚକ ମ୍ୟାଚ ରହିଛି। ପ୍ରଥମ ମ୍ୟାଚ ଗୁଆହାଟୀରେ ଦିଲ୍ଲୀ କ୍ୟାପିଟାଲ୍ସ ସହ ରାଜସ୍ଥାନ ରୟାଲ୍ସ ଖେଳାଯିବା ବେଳେ ମୁମ୍ବାଇର ଓ୍ବାଖେଣ୍ଡେ ଷ୍ଟାଡିୟମରେ ୫ଥର ଚାମ୍ପିଅନ ହୋଇଥିବା ମୁମ୍ବାଇ ଇଣ୍ଡିଆନ୍ସ ଏବଂ ୪ଥର ଚାମ୍ପିୟନ ହୋଇଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ମୁକାବିଲା ହେବ। ଏହି ଦୁଇଟି ଟିମ ମଧ୍ୟରେ ମୁକାବିଲାକୁ ଦେଖିବାକୁ କ୍ରିକେଟ୍‌ ପ୍ରେମୀଙ୍କ ମଧ୍ୟରେ ବେଶ୍‌ ଆଗ୍ରହ ରହିଛି। ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ମ୍ୟାଚରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ନିକଟରୁ ହାରିବା ପରେ ବିଜୟ ଲକ୍ଷ୍ୟରେ ରହିଛି ମୁମ୍ବାଇ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri