Posted inଖେଳ

୬ ଉଇକେଟରେ ମୁମ୍ବାଇ ବିଜୟୀ

ଚଣ୍ଡିଗଡ,୪।୫: ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବୁଧବାର ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଧାର୍ଯ୍ୟ ୨୦ ଓଭରରେ ୩ ଉଇକେଟ ହରାଇ ୨୧୪ ରନ କରିଥିଲା। ଫଳରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୨୧୫ ରନର ବିଜୟ ଲକ୍ଷ୍ୟ ରହଥିଲା। ତେବେ ୨୧୫ ରନର ଲକ୍ଷ୍ୟ ପଛରେ ଯାଇ ମୁମ୍ବାଇ ଇଣ୍ଡିଆନ୍ସ ୧୮.୫ ଓଭରରେ ୪ ଓ୍ବିକେଟ ହରାଇ ୨୧୬ କରିଛି। ଫଳରେ ପଞ୍ଜାବକୁ ୬ ଉଇକେଟରେ ବିଜୟ ହୋଇଛି ମୁମ୍ବାଇ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri