Posted inଖେଳ

ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଲା ରାଜସ୍ଥାନ

ମୁମ୍ବାଇ, ୧।୪: ଆଇପିଏଲର ୧୪ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଛି। ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ମୁମ୍ବାଇ ଦଳ ବ୍ୟାଟିଂ କରିବ।

ରାଜସ୍ଥାନ ରୟାଲ୍ସ ପ୍ଲେ-୧୧: ଯଶସ୍ବୀ ଜୟସ୍ବାଲ, ଜୋସ ବଟଲର, ସଞ୍ଜୁ ସାମସନ (ଉଇକେଟ୍‌ କିପର / ଅଧିନାୟକ), ରିଆନ ପରାଗ, ଧ୍ରୁଭ ଜୁରେଲ, ଶିମ୍ରନ ହେଟମାୟର, ରବିଚନ୍ଦ୍ରନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ଆବେଶ ଖାନ, ନନ୍ଦ୍ରେ ବର୍ଗର ଏବଂ ୟୁଜଭେନ୍ଦ୍ର ଚହଲ।

ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ-୧୧: ଇଶାନ କିଶନ (ଉଇକେଟ୍‌ କିପର), ରୋହିତ ଶର୍ମା, ନମନ ଧୀର, ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଟିମ ଡେଭିଡ, ଜେରାଲ୍ଡ କାଏଟଜୀ, ପୀୟୁଷ ଚାୱଲା, ଆକାଶ ମାଧୱାଲ, ଜସପ୍ରୀତ ବୁମ୍ରା ଏବଂ କ୍ୱେନା ମାଫାକା।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri