Categories: ଖେଳ

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ମୁମ୍ବାଇ,୯।୫ : ଆଇପିଏଲ ୨୦୨୩ର ୫୪ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ରୟାଲ୍ସ ଚ୍ୟାଲେଞ୍ଜର ବାଙ୍ଗାଲୋର(ଆରସିବି) ମଧ୍ୟରେ ମଙ୍ଗଳବାର ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଟସ ଜିତି ଏମଆଇ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ଆରସିବି ଦଳ ଅଧିନାୟକ ଫାପ୍‌ ଡୁ ପ୍ଲେସିସଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

Share