ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌ (ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୫୯ ରନ୍ ଲକ୍ଷ୍ୟର ପିଛା କରି  ଏମ୍ ଆଇ ୧୯.୨  ଓଭରରେ  ୫  ୱିକେଟ ହରାଇ  ୧୬୧ ରନ୍ କରି ଆର୍‌ଆର୍‌କୁ ପରାଜିତ କରିଛି ।

ଏମ୍‌ଆଇ ପକ୍ଷରୁ ରୋହିତ ଶର୍ମା ୫ ବଲରେ  ୨ ରନ୍ କରିଥିଲେ । ସେହିପରି ଇଶାନ୍ କିଷନ ୧୮ ବଲରେ ୨୬ ରନ୍‌, ସୂର୍ଯ୍ୟକୁମାର ଯାଦବ ୩୯ ବଲରେ ୫୧ରନ୍ କରିଥିଲେ । ତିଲକ ବର୍ମା  ୩୦ ବଲରେ ୩୫ ରନ୍ ଥିବାବେଳେ ଟିମ୍ ଡେଭିସ୍ ୯ ବଲରେ ୨୦ ରନ୍ କରି ଅପରାଜିତ ରହିଥିଲେ ।

ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିଥିବାବେଳେ ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଥିଲା। ଆର୍‌ଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୮ ରନ୍‌ କରିଛି। ଫଳରେ ଏମ୍‌ଆଇ ପାଇଁ ୧୫୯ ରନ୍‌ର ବିଜୟ ଲକ୍ଷ୍ୟ ରହିଥିଲା।

ଆର୍‌ଆର୍‌ ପକ୍ଷରୁ ଜୋସ୍‌ ବଟଲର ୫୨ ବଲ୍‌ରେ ୬୭ ରନ୍‌ କରିଥିବାବେଳେ ଦେବଦୁତ୍‌ ପାଦିକଲ୍‌ ୧୫ ବଲ୍‌ରେ ୧୫ ରନ୍‌ କରିଥିଲେ। ସଞ୍ଜୁ ସାମସନ ୭ ବଲ୍‌ରେ ୧୭ ରନ୍‌ କରିଥିଲେ। ଡାରିଏଲ୍‌ ମିଚେଲ ବଲ୍‌ରେ ରନ୍‌ କରିଥିଲେ। ସେହିପରି ରବିଚନ୍ଦ୍ରନ ଅଶ୍ୱିନୀ ୯ ବଲ୍‌ରେ ୨୧ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri