ଏମ୍‌ଆଇ ଜିତିଲା ଟସ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ)ସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।  ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଛି।

ଆର୍‌ଆର୍‌ ଟିମ୍‌ରେ ଜୋସ ବଟଲର୍‌, ଯଶସ୍ବ ଜୟସୱାଲ, ସଞ୍ଜୁ ସାମସନ (ଓ୍ବିକେଟ କିପର ଏବଂ ଅଧିନାୟକ), ଦେବଦତ୍ତ ପାଦିକ୍କାଲ, ଶିମରୋନ ହେଟମିୟର, ରିୟାନ ପାରାଗ, ରବିଚନ୍ଦ୍ରନ ଅଶ୍ୱିନ, ୟୁଜଭେନ୍ଦ୍ର ଚହଲ, ଟ୍ରେଣ୍ଟ ବୋଲ୍ଟ, ନବଦୀପ ସୈନି, ପ୍ରସିଦ୍ଧ କୃଷ୍ଣା ପ୍ରମୁଖ ଖେଳୁଛନ୍ତି।

ସେହିପରି ଏମ୍‌ଆଇ ଟିମ୍‌ରେ ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ଦେଭାଲଡ ବ୍ରେଭିସ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, କିରେନ ପୋଲାର୍ଡ, ଫାବିଆନ ଆଲେନ, ଜୟଦେବ ଉନାଦକତ, ମୁରୁଗାନ ଅଶ୍ୱିନ, ଜସପ୍ରୀତ ବୁମ୍ରା, ଟାଇମଲ ମିଲ୍ସ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri