Posted inଖେଳ

୫ ଓ୍ବିକେଟରେ ଜିତିଲା ଏମଆଇ…

ମୁମ୍ବାଇ,୧୬।୪ : ଆଇପିଏଲ ସିରିଜ ୧୬ର ୨୨ତମ ମ୍ୟାଚରେ ରବିବାର ପାଞ୍ଚ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଦୁଇଥର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୧୭.୪ ଓଭରରେ ୫ ଓ୍ବିକେଟ ହରାଇ ୧୮୬ ରନ କରିଥିଲା।
ଏମଆଇ ପକ୍ଷରୁ ରୋହିତ ଶର୍ମା ୨୦ ରନ କରିଥିବାବେଳେ ଇଶାନ କିଶନ ୫୮, ସୂର୍ଯ୍ୟକୁମାର ଯାଦବ ୪୩ , ତିଲକ ବର୍ମା ୩୦ , ଟିମ୍‌ ଡେଭିଡ ୨୪ ରନ କରିଥିଲେ।
ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ କେକେଆର୍‌ ଟିମ ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ କେକେଆର ୬ ଓ୍ବିକେଟ ହରାଇ ୧୮୫ ରନ କରିଥିଲା। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୮୬ ରନ ରହିଥିଲା।
କେକେଆର ପକ୍ଷରୁ ରହମନୁଲ୍ଲା ଗୁରବାଜ ୮ ରନ କରିଥିବାବେଳେ ଭେଙ୍କେଟେଶ ଆୟାର ୧୦୪, ଶାର୍ଦ୍ଦୁଳ ଠାକୁର ୧୩, ରିଙ୍କୁ ସିଂ ୧୮ , ଆଣ୍ଡ୍ରେ ରସେଲ ୨୧ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri