Posted inଖେଳ

କ୍ୱିଟୋଭାଙ୍କୁ ମାୟାମି ଓପନ ଟାଇଟଲ

ମାୟାମି ଗାର୍ଡେନ୍ସ (ଫ୍ଲୋରିଡ଼ା), ୩ା୪(ଏପି): ଦ୍ୱାଦଶ ସିଡ୍‌ ଚେକ୍‌ ରିପବ୍ଲିକ୍‌ର ପେଟ୍ରା କ୍ୱିଟୋଭା ତାଙ୍କ ୧୩ତମ ପଦାର୍ପଣରେ ପ୍ରଥମଥର ମାୟାମି ଓପନ ଟେନିସ୍‌ ମହିଳା ସିଙ୍ଗଲ୍ସ ଟାଇଟଲ ଜିତିବାରେ ସଫଳ ହୋଇଛନ୍ତି। ଏକ ମାରାଥନ ଟାଇବ୍ରେକରରେ ସେ ୭ମ ସିଡ୍‌ ଏଲିନା ରିବାକିନାଙ୍କୁ ୭-୬ (୧୪), ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ୩୩ ବର୍ଷୀୟା କ୍ୱିଟୋଭା ତାଙ୍କ ପ୍ରତିପକ୍ଷ ଖେଳାଳିଙ୍କଠାରୁ ବୟସରେ ୧୦ବର୍ଷ ବଡ଼। ଏଠାରେ ବିଜୟ ଦ୍ୱାରା ସେ ରିବାକିନାଙ୍କ କ୍ରମାଗତ ୧୩ ମ୍ୟାଚ୍‌ ବିଜୟରେ ବ୍ରେକ୍‌ ଲଗାଇଛନ୍ତି।

କ୍ୱିଟୋଭାଙ୍କର ଏହା ହେଉଛି ୩୦ତମ ଡବ୍ଲ୍ୟୁଟିଏ ସିଙ୍ଗଲ୍ସ ଟାଇଟଲ ଏବଂ ମାଡ୍ରିଡ୍‌ରେ ୨୦୧୮ ପରେ ଏହା ପ୍ରଥମ। ଅନ୍ୟପକ୍ଷରେ ଏହା ଥିଲଶ ତାଙ୍କର ୪୧ତମ କ୍ୟାରିୟର ଡବ୍ଲ୍ୟୁଟିଏ ଫାଇନାଲ। ମାୟାମିରେ କିନ୍ତୁ ଏହା ଥିଲା ପ୍ରଥମ। ଆଗାମୀ ର଼୍ୟାଙ୍କିଙ୍ଗ୍‌ ତାଲିକାର ସେ ଟପ୍‌ ୧୦ରେ ପ୍ରବେଶ କରିବେ। ଏଠାରେ ଚାମ୍ପିୟନ ହୋଇ କ୍ୱିଟୋଭା ୧.୨୬ ନିୟୁତ ଡଲାର ପୁରସ୍କାର ରାଶି ହାସଲ କରିଛନ୍ତି। ବର୍ତ୍ତମାନ ଏହି ବୟସରେ ବଡ଼ ଟୁର୍ନାମେଣ୍ଟ ଜିତିପାରୁଥିବାରୁ ସେ ନିଜକୁ ଗୌରବାନ୍ବିତ ମନେ କରୁଥିବା ୩୩ ବର୍ଷୀୟା ଏହି ଖେଳାଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri