Posted inଜାତୀୟ

ନବଜାତ ଶିଶୁଙ୍କ ପାଦ କାମୁଡ଼ି ଖାଇଲା ମୂଷା…

ଇନ୍ଦୋର,୧୮।୫: ହସ୍ପିଟାଲରେ ଚିକିତ୍ସାରେ ଅବହେଳା ହୋଇଥିବା ଏକ ଘଟଣା ନେଇ ଏବେ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ମଧ୍ୟପ୍ରଦେଶ ଇନ୍ଦୋରର ମହାରାଜ ଯଶଓ୍ବନ୍ତରାୟ ସରକାରୀ ହସ୍ପିଟାଲରେ ଜଣେ ନବଜାତ ଶିଶୁଙ୍କ ପାଦ ମୂଷା କାମୁଡ଼ି ଖଣ୍ଡିଆ କରି ଦେଇଥିବା ଘଟଣା ଘଟିଛି। ଶିଶୁଙ୍କ କେତେକ ଅଙ୍ଗୁଳି ମଧ୍ୟ ଖଣ୍ଡିଆ ହୋଇଯାଇଛି। ଏସମ୍ପର୍କରେ ହସ୍ପିଟାଲ ଅଧିକ୍ଷକ ପ୍ରମେନ୍ଦ୍ର ଠାକୁର ସୂଚନା ଦେଇଛନ୍ତି। ସେ ସମୟରେ ହସ୍ପିଟାଲର କେଉଁ କର୍ମଚାରୀ ସମ୍ପୃକ୍ତ ଓ୍ବାର୍ଡ ଦାୟିତ୍ୱରେ ଥିଲେ ତାହାର ତଦନ୍ତ ଜାରି ରହିଥିବା ସେ କହିଛନ୍ତି। କିଭଳି ପରିସ୍ଥିତିରେ ଏଭଳି ଅଭାବନୀୟ ଘଟଣା ଘଟିଛି ସେ ସେନେଇ ପଚରାଉଚରା କରାଯାଉଛି। ଏନେଇ ୩ ଜଣିଅରା ତଦନ୍ତ କମିଟି ଗଠନ କରାଯାଇ ଥିବା ଅଧୀକ୍ଷକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡାଙ୍କୁ କରୋନା

ନୂଆଦିଲ୍ଲୀ,୧୯।୧୧-କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଗୁରୁବାର ଗୌଡା ନିଜେ ଟୁଇଟ କରି...

ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ...

୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ...

ହିଂସା ପାଇଁ ପରସ୍ପରକୁ ଦାୟୀ କଲେ ଭାଜପା- ଟିଏମ୍‌ସି

କୋଲକାତା,୧୧।୪: ପଶ୍ଚିମବଙ୍ଗ କୁଚବିହାର ହିଂସାକୁ ନେଇ ଭାଜପା- ଟିଏମ୍‌ସି ମୁହାଁମୁହିଁ। ଯବାନଙ୍କ ଗୁଳିରେ ୪ ଜଣଙ୍କ ମୃତ୍ୟୁକୁ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ନରସଂହାର ବୋଲି...

ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ପଞ୍ଜାବରେ ଉତ୍ସବର ମାହୋଲ

ଅମୃତସର,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି। ଏବେ ଏହାର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ସକାଳ ୧୧ଟା...

ଗ୍ଲେସିୟର ବିତ୍ପାତ ମୃତ୍ୟୁସଂଖ୍ୟା ୨୬

ଡେରାଡୁନ୍‌, ୯।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଗ୍ଲେସିୟରଜନିତ ବନ୍ୟାରେ ମୃତ୍ୟୁସଂଖ୍ୟା ୨୬ରେ ପହଞ୍ଚତ୍ଥିବାବେଳେ ୧୯୭ ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜି ବାହାର...

ଟଙ୍କା ଦ୍ୱାରା ବି କରୋନା ସଂକ୍ରମଣ ଆଶଙ୍କା: ଡିଜିଟାଲ କାରବାର ପରାମର୍ଶ ଦେଲା ଆରବିଆଇ

ନୂଆଦିଲ୍ଲୀ,୧୮।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ଡିଜିଟାଲ କାରବାର କରିବା ପାଇଁ ପରାମର୍ଶ ଦିଆଯାଇଛି। ଟଙ୍କା ଏବଂ କଏନ୍‌ ଦ୍ୱାରା...

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା...

Advertisement
Archives

Model This Week