Posted inଫୁରସତ

ଗୋଟିଏ ଗିନାରୁ ମୂଷା, ବିଲେଇ ପିଉଥିଲେ କ୍ଷୀର: ଆଉ ତା ପରେ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ, ମୂଷା ଓ ବିଲେଇ ଜଣେ ଜଣଙ୍କ ଶତ୍ରୁ ହୋଇଥିଲେ ସୁଦ୍ଧା ଉଭୟେ ଏକ ଗିନାରୁ କ୍ଷୀର ପିଉଛନ୍ତି। ପରେ ସେମାନେ ଗିନା ଭିଡ଼ାଭିଡ଼ି ହେଉଛନ୍ତି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ସେ କ୍ୟାପ୍‌ଶନ୍‌ରେ ଲେଖିଛନ୍ତି ଯେ, ଆମେ ରହୁଥିବା ବିଚିତ୍ର ସମୟ । ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ତଳେ ବଞ୍ଚାଇଥିଲେ, ସେହି ବନ୍ଧୁଙ୍କ କୋଳରେ ଗଲା…

ବନ୍ଧୁଙ୍କ ବାହୁରେ ଏକ ସିମ୍ପାଞ୍ଜିର ଜୀବନ ଯାଇଛି। ଏହି ସିମ୍ପାଞ୍ଜି ଫରେଷ୍ଟ ରେଞ୍ଜରଙ୍କ ସହିତ ସେଲ୍‌ଫି ନେଇ ସମଗ୍ର ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିଲା। ପୂର୍ବକାଙ୍ଗୋର...

ଏହି ସ୍ଥାନରେ ଆଜିଯାଏ ପହଞ୍ଚିପାରିନି କରୋନା ଭାଇରସ୍‌

କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ହଟଚମଟ ସୃଷ୍ଟି କରିଛି। ଏହି ମହାମାରୀ ଯୋଗୁ ବିଶ୍ୱରୁ ଲକ୍ଷ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଛି। ମହାମାରୀର ମୁକାବିଲା ପାଇଁ...

ରଜକୁ ଫିକା କରିବ କରୋନା: ବୁଡ଼ାଇଲା ରଜପାନ ବେପାର

ଜ୍ୟେଷ୍ଠର ରୌଦ୍ରତା ସହ ଆଷାଢ଼ର ଶୀତଳତା ଓ ମାଟି ମା’ ସହ ଶୀତଳ ବାରିଧାରାର ମିଳନ ରଜପର୍ବର ଅନ୍ୟତମ ଆକର୍ଷଣ। ବନ୍ଧୁ ସହ ବନ୍ଧୁର ମିଳନ...

ଆଦିମ ପ୍ରବୃତ୍ତି ‘କାନିବାଲିଜମ୍‌’

ନୂଆଦିଲ୍ଲୀ: ପୃଥିବୀର ଅନେକ ସ୍ଥାନରେ ଆଜି ବି ନରଭକ୍ଷୀ ମଣିଷଙ୍କ କଥା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ୨୦୧୧ରେ ପାକିସ୍ତାନ ପଞ୍ଜାବ ପ୍ରଦେଶ ଅନ୍ତର୍ଗତ ଭାକ୍କର ଜିଲାରୁ...

ସାଂସ୍କୃତିକ କ୍ଷେତ୍ର ମହାସମୁନ୍ଦ

ଛତିଶଗଡ଼ର ମହାସମୁନ୍ଦ ଜିଲାରେ ଅବସ୍ଥିତ ଏକ ଆକର୍ଷଣୀୟ ତଥା ବଡ଼ ସହର ହେଉଛି ମହାସମୁନ୍ଦ। ପାରମ୍ପରିକ କଳା ତଥା ସଂସ୍କୃତିର ଏକ କେନ୍ଦ୍ର ଭାବେ ବି...

୧୪ ମହଲା ବିଲ୍ଡିଂରେ ରହିଛି ଛୋଟ ସହର…

ଆମେରିକାର ଉତ୍ତରରେ ଥିବା ଆଲାସ୍କାର ହ୍ବିଟିୟରରେ ଏକ ୧୪ ମହଲା ବିଲ୍ଡିଂ ରହିଛି। ଏହି ବିଲ୍ଡିଂ ଏକ ଛୋଟ ସହର ସହିତ ସମାନ। ଏଠାରେ ୨ଶହ...

ଲଗାଣ ବର୍ଷାରେ ଓଲା, ଉବର ସେବା ଯୋଗାଉଛି କୁମ୍ଭୀର

କୁମ୍ଭୀର ଓ ବେଙ୍ଗକୁ ନେଇ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେଉଛି। ଏହି ଫଟୋକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ରାସ୍ତାରେ କୁମ୍ଭୀର...

ଯେଉଁଠି ପୁରୁଷଙ୍କୁ ପରଦା ପଛରେ ଲୁଚି ରହିବାକୁ ପଡେ

ଶୀର୍ଷକ ପଢ଼ି ଚିନ୍ତାରେ ପଡ଼ିଯିବେଣି।କାହିଁ କେଉଁ କାଳରୁ ପୁରୁଷ ପ୍ରଧାନ ସମାଜକୁ ସମସ୍ତେ ମାନିଆସିଛନ୍ତି। ଏବେ ବି ଅଧିକାଂଶ ସ୍ଥାନରେ ପୁରୁଷଙ୍କ ଦବଦବା ରହିଆସିଛି। ମହିଳା...

Advertisement
Archives

Model This Week