ବିଶ୍ୱ ରେକର୍ଡ କଲେ ଓବାମା: ଏତିକି ଟଙ୍କାରେ ବିକ୍ରି ହେଲା ହାଇସ୍କୁଲ ଜର୍ସି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ୧୯୭୯ରେ ହାୱାଇର ପୁନାହୌ ସ୍କୁଲରେ ବାସ୍କେଟବଲ ମ୍ୟାଚ ସମୟରେ ପିନ୍ଧିଥିବା ଜର୍ସି ୧୯୨,୦୦୦ ଡଲାର ଅର୍ଥାତ୍‌ ୧ କୋଟି ୪୦ ଲକ୍ଷ ଟଙ୍କାରେ ବିକ୍ରି ହୋଇ ନିଲାମରେ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଆଜିପର୍ଯ୍ୟନ୍ତ ନିଲାମରେ ବିକ୍ରି ହୋଇଥିବା ଏକ ଉଚ୍ଚ ବିଦ୍ୟାଳୟର ଜର୍ସି ଦାମ୍‌ ମଧ୍ୟରେ ଏହା ସର୍ବାଧିକ। ଓବାମା ପିନ୍ଧିଥିବା ଅତି ସ୍ବତନ୍ତ୍ର ଧଳା ଜର୍ସି ସଂଖ୍ୟା ୨୩। ୫ ଥର ଏନ୍‌ବିଏର ମୂଲ୍ୟବାନ ଖେଳାଳି ଏବଂ ୧୪ଥର ଏନ୍‌ବିଏ ଅଲ-ଷ୍ଟାର ପ୍ଲେମେକର ପିନ୍ଧିଥିବା ଯେକୌଣସି ଜର୍ସି ପାଇଁ ଏହା ହେଉଛି ରେକର୍ଡ ନିଲାମ ବିକ୍ରି। ଓବାମାଙ୍କ ଧଳା ନମ୍ବର ୨୩ ଜର୍ସି ୧୯୨,୦୦୦ ଡଲାରରେ ନିଲାମ ହୋଇଛି। ୧୯୭୯ରେ ହାୱାଇ ଷ୍ଟେଟର ପୁନାହୌ ସ୍କୁଲ ବିପକ୍ଷ ଚାମ୍ପିଅନସିପ ମ୍ୟାଚରେ ଓବାମା ଏହି ଜର୍ସି ପିନ୍ଧିଥିଲେ। ସୂଚନାଯୋଗ୍ୟ, ବାସ୍କେଟବଲ ମ୍ୟାଚ ଏବଂ ସିରିଜ ଆୟୋଜନ କରିବା ପାଇଁ ଏନ୍‌ବିଏ ହେଉଛି ଆମେରିକାର ସବୁଠାରୁ ବଡ ସଂଗଠନ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri